Odia News Portal

ପିଭି ସିଦ୍ଧୁଙ୍କୁ ପଦ୍ମଭୂଷଣ, କଙ୍ଗନାଙ୍କୁ ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ: ଆଜି ରାଷ୍ଟ୍ରପତିଙ୍କ ଦ୍ବାରା ପଦ୍ମ ସମ୍ମାନ-୨୦୨୦ ପ୍ରଦାନ କରାଯାଇଛି । ସାତଜଣଙ୍କୁ ପଦ୍ମଭୂଷଣ ପ୍ରଦାନ କରାଯାଇଥିବା ବେଳେ ୧୦ ଜଣଙ୍କୁ ପଦ୍ମ ଭୂଷଣ ଏବଂ ୧୦୨ ଜଣ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଛନ୍ତି। ୧୬ ଜଣ ବ୍ୟକ୍ତିଙ୍କୁ ମରଣୋତ୍ତର ଭାବେ ପଦ୍ମ ସମ୍ମାନ ପ୍ରଦାନ

ବିକ୍ଷୋଭ ବେଳେ ବିଜେପି କର୍ମୀଙ୍କୁ ପାଣିମାଡ଼

ସମ୍ବଲପୁର: ଏଯାବତ ଥମିନି ମମିତା ମେହେରା ହତ୍ୟା ତାତି । ସାରା ରାଜ୍ୟରେ ବିରୋଧୀଙ୍କ ବିକ୍ଷୋଭ ଜାରି ରହିଛି । ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି ସହ ନିରପେକ୍ଷ ତଦନ୍ତ ଦାବି କରିଛନ୍ତି ବିରୋଧୀ । ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଇସ୍ତଫା ଓ ସିବିଆଇ ତଦନ୍ତ ଦାବିରେ ବିଜେପି ପକ୍ଷରୁ

ପୁଲିସ୍ ଘରୁ ଚୋରି

ଯାଜପୁର: ଜନସାଧାରଣଙ୍କୁ ସୁରକ୍ଷା ଦେବା ଲାଗି ପୁଲିସ ନିୟୋଜିତ ହୋଇଥାନ୍ତି । ଚୋର ତସ୍କରଙ୍କୁ ଧରି ଦଣ୍ଡ ଦେଇଥାନ୍ତି ପୁଲିସ । କିନ୍ତୁ ଅନ୍ୟକୁ ସୁରକ୍ଷା ଦେଉଥିବା ପୁଲିସ୍ କର୍ମୀଙ୍କ ଘରୁ ଚୋରି ହୋଇଛି । ଗୋଟିଏ ରାତିରେ ଦୁଇଟି ଘରୁ ଚୋରି । ଏପରିକି ପୋଲିସ କର୍ମଚାରୀଙ୍କ ଘରେ କଳା କନା

କଳାହାଣ୍ଡି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମର୍ଟକାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କଳାହାଣ୍ଡି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ ସହ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି। ଭବାନୀପାଟଣାର ଓୟୁଏଟି ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ବିଜୁ ସ୍ବାସ୍ଥ୍ୟ

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୧ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩୦୦ ମଧ୍ୟରେ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ୱର: ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୭୬ କୋରୋନା ଆକ୍ରାନ୍ତ । ଗତ ୨୪ ଘଣ୍ଟା ମଧ୍ୟରେ ସଙ୍ଗରୋଧରୁ ୧୫୯ ଓ ସ୍ଥାନୀୟ ଅଞ୍ଚଳରୁ ୧୧୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ୫୫ ଜଣ ୧୮ ବର୍ଷରୁ କମ ବୟସ୍କ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୮ ଅକ୍ରାନ୍ତ

ଡିସେମ୍ବର ୧୪ ସୁଦ୍ଧା ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ପାଇଁ ଆଉ ପାଦେ ଆଗକୁ ବଢିଲେ ରାଜ୍ୟ ନିର୍ବାଚନ ଆୟୋଗ । ୱାର୍ଡ ୱାଇଜ୍ ଭୋଟର ତାଲିକା ପ୍ରସ୍ତୁତ କରିଯିବ । ୨୦୨୧ ନଭେମ୍ବର ୧ ତାରିଖ ସୁଦ୍ଧା ୧୮ ବର୍ଷ ହୋଇଥିଲେ ତାଲିକାରେ ସାମିଲ ହେବାକୁ ଆବେଦନ କରିପାରିବେ । କେବଳର ଜିଲ୍ଲାକୁ ଛାଡ଼ି ଅନ୍ୟ ସବୁ ଜିଲ୍ଲାରେ

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଂଶସାରେ ପୋତି ପକାଇଲେ ଦିବ୍ୟଶଙ୍କର

ଭବାନୀପାଟଣା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଂଶସାରେ ପୋତି ପକାଇଲେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର । କଳାହାଣ୍ଡି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟକାର୍ଡ ବାଣ୍ଟିବା ଲାଗି ଦିନିକିଆ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ମମିତା

ଟି-୨୦ ବିଶ୍ୱକପରେ ଆଜି ଭାରତର ଶେଷ ମ୍ୟାଚ୍

ଦୁବାଇ: ଚଳିତ ଟି-୨୦ ବିଶ୍ବକପ୍‌ରେ ନ୍ୟୁଜିଲାଣ୍ଡ ରବିବାର ଆଫ୍‌ଗାନିସ୍ତାନକୁ ହରାଇବା ପରେ ଭାରତର ସେମିଫାଇନାଲ୍‌ ଆଶା ଭାଙ୍ଗିଯାଇଛି। ଫଳରେ ସୋମବାର ଦୁବାଇରେ ଭାରତ ଓ ନାମିବ୍ୟା ମଧ୍ୟରେ ଖେଳାଯିବାକୁ ଥିବା ସୁପର-୧୨ର ଶେଷ ଲିଗ୍‌ ମ୍ୟାଚ୍‌ ଗୁରୁତ୍ବ ହରାଇଛି। ଗ୍ରୁପ୍‌-୨ରେ ଭାରତ ସଂପ୍ରତି

କାର୍ତ୍ତିକ ମାସ ତୃତୀୟ ସୋମବାରରେ ଖାଁ ଖାଁ ଧବଳେଶ୍ୱରଙ୍କ ପୀଠ

କଟକ: ଆଜି କାର୍ତ୍ତିକ ମାସର ତୃତୀୟ ସୋମବାର । ହେଲେ ଚଳିତବର୍ଷ ମଧ୍ୟ ଧବଳେଶ୍ୱରଙ୍କ ପୀଠରେ ମହାଦେବଙ୍କୁ ଦର୍ଶନ କରିପାରୁନାହାଁନ୍ତି ଭକ୍ତ । ଖାଁ ଖାଁ ହୋଇଛି ପୀଠ । କଟକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ପୀଠରେ ତୃତୀୟ ସୋମବାର ପାଇଁ ୧୪୪ ଧାରା ଜାରି କରିଛି ଆଠଗଡ଼ ପ୍ରଶାସନ