Odia News Portal

କୁଖ୍ୟାତ ମାଓନେତା ରାମକ୍ରିଷ୍ଣାର ମୃତ୍ୟୁ

ମାଲକାନଗିରି: ୫ଟି ରାଜ୍ୟର ପୁଲିସ ପାଇଁ ଚିନ୍ତା ର କାରଣ ଥିବା ମାଓ ନେତା ଆରକେଙ୍କ ମୃତ୍ୟୁ । ଏକଦା ଆନ୍ଧ୍ର-ଓଡ଼ିଶା-ଝାଡ଼ଖଣ୍ଡ-ତେଲେଙ୍ଗାନା ଓ ଛତିଶଗଡ ପୋଲିସର ମୋଷ୍ଟ ୱାଣ୍ଟଡ ମାଓ ନେତା ତଥା ସଂଗଠନ କେନ୍ଦ୍ରୀୟ କମିଟିର ମୁଖ୍ୟ ରାମକ୍ରିଷ୍ଣା ଓରଫ ଅକ୍ସିରାଜୁ ହରିଗୋପାଳଙ୍କ ଅସୁସ୍ଥତା

ଆସନ୍ତା ତିନି ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ଉପକୂଳ ଓଡ଼ିଶାରେ ଅଧିକାଂଶ ଜିଲ୍ଲାରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସେହିପରି ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ସାମାନ୍ୟ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ୩ଦିନ

ଆର୍ୟନ୍‌ଙ୍କ ପାଇଁ ୪୫୦୦ ଟଙ୍କା ମନି ଅର୍ଡର ପଠାଇଲେ ଶାହାରୁଖ୍‌

ମୁମ୍ବାଇ: ବଲିଉଡ ସୁପରଷ୍ଟାର ଶାହରୁଖ ଖାନ ଆର୍ଥର ରୋଡ ଜେଲରେ ଥିବା ତାଙ୍କ ପୁଅ ଆର୍ୟନ୍‌ଙ୍କୁ ୪୫୦୦ ଟଙ୍କା ମନି ଅର୍ଡର ପଠାଇଛନ୍ତି। ଅକ୍ଟୋବର ୩ରେ ନର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ମୁମ୍ବାଇ ଉପକୂଳରେ କର୍ଡେଲିଆ କ୍ରୁଜରେ ଏକ ଡ୍ରଗ୍ ପାର୍ଟି ଉପରେ ଚଢଉ କରିବା ପରେ ଆର୍ୟନ୍‌ଙ୍କୁ

ପ୍ରକାଶ ପାଇଲା ଜେଇଇ ଆଡଭାନ୍ସଡ୍‌ ରେଜଲ୍ଟ

ଭୁବନେଶ୍ୱର: ପ୍ରକାଶ ପାଇଲା ଜେଇଇ ଆଡଭାନ୍ସଡ୍‌ ରେଜଲ୍ଟ । ୩୪୮ ମାର୍କ ରଖି ମ୍ରିଦୁଲ ଅଗ୍ରଓ୍ଵାଲ ଟପ୍ପର। ଝିଅମାନଙ୍କ ମଧ୍ୟରେ ଟପ୍ପର ହୋଇଛନ୍ତି ଦିଲ୍ଲୀର କାବ୍ୟା ଚୋପ୍ରା । ୨୮୬ ମାର୍କ ରଖି ୯୮ର‍୍ୟାଙ୍କରେ ଅଛନ୍ତି କାବ୍ୟା। ଚଳିତ ବର୍ଷ ମୋଟ ୧ଲକ୍ଷ ୪୧ହଜାର ୬୯୯ ଛାତ୍ରଛାତ୍ରୀ ଜେଇଇ

ପୁଣି ବଢ଼ିଲା ପେଟ୍ରୋଲ ଡିଜେଲ ଦର, ଜାଣନ୍ତୁ କେତେ?

ନୂଆଦିଲ୍ଲୀ: ଶୁକ୍ରବାର ଦିନ ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇଛି। ଦୁଇ ଦିନ ବିରତି ପରେ ଦ୍ବିତୀୟ ଦିନ ପାଇଁ ବୃଦ୍ଧି ପାଇଛି ତୈଳ ଦର। ରାଜଧାନୀ ଦିଲ୍ଲୀରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୩୫ ପଇସା ବୃଦ୍ଧି ପାଇ ୧୦୫.୧୪ ଟଙ୍କା ଥିବାବେଳେ ଡିଜେଲର ମୂଲ୍ୟ ମଧ୍ୟ ୩୫ ପଇସା

ଦଶହରା ଛୁଟି ଅଷ୍ଟମ ଶ୍ରେଣୀ ପାଠ ପଢ଼ା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨୧ରୁ ଏକାଦଶ ଓ ୨୫ରୁ ଅଷ୍ଟମ ଶ୍ରେଣୀ ଖୋଲିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ଓ ଗଣଶିକ୍ଷା ବିଭାଗ। ପିଲାମାନେ ଅଫଲାଇନ୍ ମୋଡ୍ରେ ପାଠ ପଢ଼ିପାରିବେ। ତେବେ କ୍ଲାସରୁମକୁ କେମିତି ପରିଚାଳନା କରାଯିବ ଓ ଗାଇଡଲାଇନ୍ ଅନୁସାରେ କେମିତି ପାଠପଢ଼ା ହେବ ସେ ନେଇ ଶନିବାର

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ତଳମୁହାଁ ହେଉଛି। ରାଜ୍ୟରେ ଶୁକ୍ରବାର ୪୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ। ଆକ୍ରାନ୍ତଙ୍କ ମଧ୍ୟରୁ ୨୭୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ

ଆଜି ଫାଇନାଲ ମୁକାବିଲା

ଦୁବାଇ: ଆଜି ଆଇପିଏଲ ଫାଇନାଲ ଫାଇଟ୍ । ମୁହାଁମୁହିଁ ହେବେ କୋଲକତା ନାଇଟ୍ ରାଇଡର୍ସ ଓ ଚେନ୍ନାଇ ସୁପର କିଙ୍ଗସ୍ । କିଏ ହେବ ଚାମ୍ପିୟନ, ଏହାକୁ ନେଇ କ୍ରୀଡାପ୍ରେମୀଙ୍କ ମଧ୍ୟରେ ବଡ଼ ଉତ୍ସାହ । ଚେନ୍ନାଇ ତିନି ଥର ଟାଇଟଲ ହାତେଇଥିବା ବେଳେ ଦୁଇଥର କୋଲକାତା ଚାମ୍ପିୟନ ହୋଇଛି । ରେକର୍ଡ କହୁଛି,

ଆଜି ରାଜ୍ୟରେ ୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୬୭ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୭୯କୁ ବୃଦ୍ଧି

କରୋନା ପାଇଁ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତାକାଲି ସମସ୍ତଙ୍କ ପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । କିନ୍ତୁ ଚଳିତବର୍ଷ ଜନ୍ମଦିନ ପାଳିବାକୁ ମନା କରିଛନ୍ତି ମୁଖ୍ୟମନ୍ତ୍ରୀ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ତାଙ୍କ ଜନ୍ମ ଦିନ ପାଳନ କରିବେ ନାହିଁ । ମୁଖ୍ୟମନ୍ତ୍ରୀ