Odia News Portal

ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କ ଭାଇଙ୍କୁ ଇଡିର ସମନ

ଜୟପୁର: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ଅଡ଼ୁଆ ଦିନକୁ ଦିନ ବଢିବାରେ ଲାଗିଛି । କେତେବେଳେ ତାଙ୍କ ବିରୋଧରେ ରାଜ୍ୟରେ ଆନ୍ଦୋଳନ କରାଯାଉଥିବା ବେଳେ ଆଉ କେତେବେଳେ ମୁଖ୍ୟମନ୍ତ୍ରୀ ପଦରୁ ସେ ଇସ୍ତଫା ଦିଅନ୍ତୁ ବୋଲି ଦାବି ହୋଇ ଆସୁଛି । କିଛି ଦିନ ପୂର୍ବରୁ କଂଗ୍ରେସ ଦଳର ପୂର୍ବତନ

ରାଜ୍ୟରେ ପୁଣି ୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା କୋପ ଜାରି ରହିଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ପାଉଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୫ ଜଣଙ୍କ ଜୀବନ ଯାଇଛି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା

ଡିଜିଟାଲ ସ୍ୱାସ୍ଥ୍ୟ ମିଶନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜିଠାରୁ ସାରା ଦେଶରେ ଲାଗୁ ହୋଇଛି ଡିଜିଟାଲ ସ୍ୱାସ୍ଥ୍ୟ ମିଶନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡ଼ିଓ କନଫରେନ୍ସିଂ ଜରିଆରେ ଏହାର ଶୁଭାରମ୍ଭ କରିଛନ୍ତି । ଏବେ ୬ଟି କେନ୍ଦ୍ରଶାସିତ ଅଞ୍ଚଳରେ ଏହା ପାଇଲଟ୍ ଭିତ୍ତିରେ କାର୍ୟ୍ୟକାରୀ ହେଉଛି । ପ୍ରଧାନମନ୍ତ୍ରୀଙ୍କ

ଆଜି ରାଜ୍ୟରେ ୪୪୪ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଆଜି ପୁଣି ୫ଶହ ତଳକୁ ଖସିଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଆଉ ୪୪୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସ୍ଥାନୀୟ ୧୮୬, ସଙ୍ଗରୋଧରୁ ୨୫୮ ଓ ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ୫୯ ଜଣ। ୨୩ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୮,

ରେକର୍ଡ କଲା ବାଲାଜୀ ସାଇନ୍ସ କଲେଜ

ବଲାଙ୍ଗୀର: ଚଳିତ ବର୍ଷ ମେଟ୍ରିକ୍ ପରୀକ୍ଷା ରେ ଶତ ପ୍ରତିଶତ ଛାତ୍ର ଛାତ୍ରୀ ପାସ କରିଥଲେ । କଲେଜ୍ ରେ ନାମ ଲେଖାଇବା ପାଇଁ ଆବେଦନ କରିଥିଲେ । ବଲାଙ୍ଗୀର ବାଲାଜୀ କଲେଜ୍ ରେ +୨ ସାଇନ୍ସ ଗ୍ଦଗ୍ଧକ୍ସରରଜ୍ଞ ରେ ପ୍ରଥମ ଚୟନ ପାଇଁ ୧୪୩ ଜଣ ଛାତ୍ର ଛାତ୍ରୀ ଆବେଦନ କରିଥିଲେ । ସର୍ବାଧିକ ୬୫

ମିଳିତ କୃଷକ ସଂଗଠନ ବନ୍ଦ କଲା କଚେରୀ , କୋର୍ଟରୁ ଫେରିଲେ ବିଚାରପତି

ବଲାଙ୍ଗୀର: ମିଳିତ କୃଷକ ସଂଗଠନ ପକ୍ଷରୁ ଆଜି ଭାରତ ବନ୍ଦ ଡାକରା ଦିଆଯାଇଥିବା ବେଳେ ବଲାଙ୍ଗୀର ସହରରେ ଏହାର ବିଶେଷ ପ୍ରଭାବ ପଡିଥିବା ଦେଖିବାକୁ ମିଳିଛି । ମିଳିତ ଚାଷୀ ସଂଗଠନ ତଥା ବନ୍ଦ ପାଳନକୁ ସମର୍ଥନ କରୁଥିବା ସଂଗଠନ ମାନଙ୍କ ପକ୍ଷରୁ ସ୍ଥାନୀୟ କଚେରୀ ବନ୍ଦ କରାଯାଇଥିବା ଦେଖିବାକୁ

ଜାଣନ୍ତୁ ଭଦ୍ରକରେ କେମିତି ରହିଛି ଭାରତ ବନ୍ଦର ପ୍ରଭାବ

ଭଦ୍ରକ: କୃଷି ଆଇନ ଓ ବିଦ୍ୟୁତ ଆଇନ ପ୍ରତ୍ୟାହାର ଦାବିରେ ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ଆଜି ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି । ଏହ କ୍ରମରେ ଭଦ୍ରକରେ ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ବନ୍ଦ ପାଳନ କରାଯାଉଛି । ଯାହାର ପ୍ରଭାବ ଜିଲ୍ଲାରେ ପରିଲକ୍ଷିତ ହୋଇଛି । ଜିଲ୍ଲାର

ବଲାଙ୍ଗୀର ସହରରେ ଭାରତ ବନ୍ଦର ପ୍ରଭାବ

ବଲାଙ୍ଗୀର: ଭାରତୀୟ କୃଷକ ମୋର୍ଚ୍ଚା ପକ୍ଷରୁ ଆଜି ଭାରତ ବନ୍ଦ ଡାକରା ଦିଆଯାଇଥିବା ବେଳେ ଏହାର ପ୍ରଭାବ ବଲାଙ୍ଗିର ସହରରେ ମଧ୍ୟ ଦେଖିବାକୁ ମିଳିଛି । ସହର ମଧ୍ୟରେ ଦେକାନ ବଜାର ସବୁ ବନ୍ଦ ରହିଛି । କୃଷକ ସଂଗଠନ, କଂଗ୍ରେସ ଦଳ ତଥା ବନ୍ଦ ପାଳନକୁ ସମର୍ଥନ କରୁଥିବା ସଂଗଠନର ସଦସ୍ୟମାନେ ଆଜି

ଆଜି ଭାରତ ବନ୍ଦ

ଭୁବନେଶ୍ୱର: ଆଜି ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଛି ସଂଯୁକ୍ତ କୃଷକ ମୋର୍ଚ୍ଚା । ଦିଲ୍ଲୀରୁ ପଲ୍ଲୀ ସବୁଠି ଦେଖିବାକୁ ମିଳିଛି ଭାରତ ବନ୍ଦର ପ୍ରଭାବ । ଓଡ଼ିଶାରେ ମଧ୍ୟ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । ଆଜି ସରକାରୀ ଓ ବେସରକାରୀ ବସ୍ ଚଳାଚଳ ବନ୍ଦ ରହିଛି। ତେବେ

ଶେଷ ବଲରେ ଜିତିଲା ଚେନ୍ନାଇ

ଦୁବାଇ: ସୁପର ସଣ୍ଡେରେ ସୁପର ମ୍ୟାଚ୍ । କୋଲକାତାକୁ ହରାଇ ପଏଣ୍ଟ ଟେବୁଲରେ ଟପ ଉଠିଲା ଚେନ୍ନାଇ । ଚେନ୍ନାଇ ଚଳିତ ସଂସ୍କରଣର ଆଇଏପିଏଲ୍ରେ ଏପର୍ୟ୍ୟନ୍ତ ୧୦ଟି ମ୍ୟାଚ୍ ଖେଳିଛି। ଏଥିରୁ ୮ଟି ମ୍ୟାଚ ଜିତିଛି। କୋଲକାତା ମଧ୍ୟ ୧୦ଟି ମ୍ୟାଚ୍ ଖେଳିଛି କିନ୍ତୁ ୪ଟି ମ୍ୟାଚରେ ବିଜୟ ହାସଲ କରିଛି।