ବାଇକ ଦୁର୍ଘଟଣାରେ ଚାଲିଗଲା ୩ ଜଣଙ୍କ ଜୀବନ
କେନ୍ଦୁଝର: ଏମିତି ବି ଆସିପାରେ ମୃତ୍ୟୁ । ଅପେରା ଦେଖି ଫେରୁଥିବା ବେଳେ ଘଟିଲା ଦୁର୍ଘଟଣା । ଚାଲିଗଲା ୩ଜଣ ଯୁବକଙ୍କ ଜୀବନ । କେଉଁଝର ଜିଲ୍ଲାର ଆନନ୍ଦପୁର ଅଞ୍ଚଳରେ ତିନିଟି ବିଭିନ୍ନ ସମୟରେ ବାଇକ୍ ଦୁର୍ଘଟଣା ଘଟିଥିବାର ଖବର ମିଳିଛି। ଏଥିରେ ୩ଜଣଙ୍କ ମୃତ୍ୟୁ ହୋଇଛି। ଗତକାଲି ବିଳମ୍ବିତ!-->…
