Odia News Portal

ବଲିଉଡ ଅଭିନେତ୍ରୀ ନୋରାଙ୍କୁ EDର ନୋଟିସ୍

ମୁମ୍ବାଇ: ପୁଣି ଚର୍ଚ୍ଚାରେ ବଲିଉଡ । କିଛିଦିନ ହେବ କଳାକାରଙ୍କ ହରକତ ଲାଗି ଚର୍ଚ୍ଚାରେ ରହିଛି ବଲିଉଡ ଜଗତ । ଏବେ ପୁଣି ଜଣେ ଅଭିନେତ୍ରୀଙ୍କୁ ଇଡିର ନୋଟିସ୍ । ଟଙ୍କା ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ସମନ ଜାରି କରାଯାଇଛି । ନୋରାଙ୍କୁ ଏହି ମାମଲାରେ ପଚରାଉଚରା

କମିଲା ଖାଇବା ତେଲ ଦର, ଜାଣନ୍ତୁ କେତେ ଟଙ୍କା

ନୂଆଦିଲ୍ଲୀ: ଦୀର୍ଘଦିନ ପରେ ଟିକେ ଆଶ୍ୱସ୍ତି । ହୁ ହୁ ବଢ଼ୁଥିବା ତୈଳଦର ସାମାନ୍ୟ ହ୍ରାସ ଘଟିଛି । ଖାଇବା ତେଲ ଦର ଆଜିଠୁ କମିଛି । ଲିଟର ପିଛା ଖାଇବା ତେଲ ଦର ୬ରୁ ୮ଟଙ୍କା କମିବ ବୋଲି ଜଣାପଡ଼ିଛି। କେନ୍ଦ୍ର ସରକାର ଅକ୍ଟୋବର ୧୪ଠାରୁ ବିଭିନ୍ନ ପ୍ରକାର ଖାଇବା ତେଲ ଉପରୁ ସୀମା ଶୁଳ୍କକୁ

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଆଶୁ ଆରୋଗ୍ୟ କାମନା କଲେ ମୋଦି

ନୂଆଦିଲ୍ଲୀ: ନୂଆଦିଲ୍ଲୀର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମସ୍)ରେ ଭର୍ତ୍ତି ହୋଇଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଜ୍ୱର ପରେ ଦୁର୍ବଳ ଅନୁଭବ କରୁଥିବା ବିଷୟ

ରାଜ୍ୟରୁ ପୁଣି ୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗୁରୁବାର କରୋନା ଆଉ ୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୨୭୪କୁ ବୃଦ୍ଧି ପାଇଛି। ୬ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩ଜଣ ରହିଥିବା ବେଳେ ଭଦ୍ରକ, କଟକ, ଯାଜପୁର ଜିଲାରୁ ଜଣେ ଲେଖାଏ ରହିଛନ୍ତି ।

ମର୍ଣ୍ଣିଂ ୱାକରେ ଯାଇଥିଲେ, ଚାପିଦେଲା ଗାଡ଼ି, ୨ ମହିଳା ମୃତ

ନୟାଗଡ଼: ସକାଳୁ ସକାଳୁ ଅଘଟଣ । ପ୍ରାତଃ ଭ୍ରମଣରେ ଯାଇଥିଲେ । ଅଜଣା ଗାଡ଼ି ଚାପିଦେବାରୁ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ସଂପଡ଼ା ଗାଁରୁ ଆସିଛି ଏଭଳି ଦୁଃଖଦ ଖବର । ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥରେ ଗୁରୁବାର ଭୋର ସମୟରେ ଏକ ଅଘଟଣ ଘଟିଯାଇଛି । ସ୍ଥାନୀୟ ସମ୍ପଡ଼ା

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ…

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୮ ହଜାରରୁ ଯଥେଷ୍ଟ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୨ ଶହରୁ କିଛି ଅଧିକ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪

ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷିବ, ଜାଣନ୍ତୁ କେଉଁ ସବୁ ଜିଲ୍ଲାରେ

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ହେବ ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୬ ଓ ୧୭ ତାରିଖ ଦୁଇ ଦିନ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ

ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଛନ୍ତି ମନମୋହନ ସିଂହ

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟବସ୍ଥା ଖରାପ ରହିଛି । ତାଙ୍କୁ ଦିଲ୍ଲୀ ଏମ୍ସରେ ଚିକିତ୍ସା କରାଯାଉଛି । ଆଜି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତାଙ୍କୁ ଭେଟିଥିବା ବେଳେ ମନମୋହନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୮୮

ରାଜ୍ୟରେ ୫୨୧ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୨୧ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୬୫ ଜଣ ଶିଶୁ କିଶୋର ଅଛନ୍ତି । ସଙ୍ଗରୋଧରୁ ୩୦୪ ଓ ସ୍ଥାନୀୟ ଅଂଚଳରୁ ୨୧୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୯ ଓ କଟକରୁ ୬୦ ଆକ୍ରାନ୍ତ ଚିହ୍ନଟ

ମନୀଷ ମୃତ୍ୟୁକୁ ନେଇ ଆସିଲା ବଡ଼ ଖବର

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗଙ୍କ ମୃତ୍ୟୁକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା । କେମିତି ହେଲା ତାଙ୍କର ମୃତ୍ୟୁ । କିଏ ମାରିଲା? କାହିଁକି ମାରିଲା? ଏଭଳି ଅନେକ ଅସମାହିତ ପ୍ରଶ୍ନ ଏବେ ସମସ୍ତଙ୍କ ମନରେ ଘାଣ୍ଟି ଚକଟି ହେଉଛି । ତେବେ ଏହାରି ବୁଧବାର ମନୀଷଙ୍କ