Odia News Portal

ସି.ଭି ରମଣଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ନୋବେଲ ପୁରସ୍କାର ବିଜେତା ସୁପ୍ରସିଦ୍ଧ ବୈଜ୍ଞାନିକ ଭାରତରତ୍ନ ଡକ୍ଟର ସି.ଭି ରମଣଙ୍କ ଜନ୍ମବାର୍ଷିକୀରେ ତାଙ୍କୁ ସ୍ମରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପଦାର୍ଥ ବିଜ୍ଞାନରେ ସି.ଭି ରମଣଙ୍କ ଉଲ୍ଲେଖନୀୟ ଅବଦାନ ବିଶ୍ୱବ୍ୟାପୀ ବୈଜ୍ଞାନିକ ଓ ଛାତ୍ରଛାତ୍ରୀଙ୍କୁ

ଜେଲ୍ ଗଲେ ଅନିଲ ଦେଶମୁଖ

ମୁମ୍ବାଇ: ବହୁ କୋଟି ଟଙ୍କା ମନି ଲଣ୍ଡ୍ରିଂ ମାମଲାରେ ଗିରଫ ହୋଇଥିବା ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କୁ ମୁମ୍ବାଇର ଏକ ଅବକାଶ କାଳୀନ କୋର୍ଟ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇଛନ୍ତି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅନୀଲ ଦେଶମୁଖଙ୍କ ନଅ ଦିନ ପାଇଁ

ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଦରମା ବଢିଲା

ଭୁବନେଶ୍ୱର: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ ଖୁସି ଖବର । ବଢିଲା ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଦରମା । ଏଣିକି ୮୦୭୦ ଟଙ୍କା ମାସିକ ଦରମା ପାଉଥିବା କର୍ମଚାରୀଙ୍କୁ ମିଳିବ ୧୦,୧୦୦ ଟଙ୍କା । ଏହାସହିତ ୮୩୯୦ ଟଙ୍କା ମାସିକ ଦରମା ପାଉଥିବା କର୍ମଚାରୀଙ୍କୁ ମିଳିବ ୧୦,୫୦୦ ଟଙ୍କା ।

ଚମକ ବଜାୟ ରଖିବା ପାଇଁ ପ୍ରତିଦିନ ମୁହଁକୁ ଭଲ ଭାବେ ସଫା କରନ୍ତୁ

ଆପଣଙ୍କ ଜୀବନଶୈଳୀ ଓ ଖାଇବା ପିଇବା ଆପଣଙ୍କ ମୁହଁକୁ ଅନେକ ମାତ୍ରାରେ ପ୍ରଭାବିତ କରିଥାଏ।ଝିଅମାନେ ନିଜ ମୁହଁର ସୌନ୍ଦର୍ୟ୍ୟ ବୃଦ୍ଧି ପାଇ ପ୍ରାୟତଃ ସର୍ବଦା ଚିନ୍ତିତ ରୁହନ୍ତି। କାରଣ ଋତୁ ବଦଳିବା ସଙ୍ଗେ ସଙ୍ଗେ ମୁହଁରେ ଅନେକ ପ୍ରକାର ସମସ୍ୟା ଦେଖା ଦେଇଥାଏ। ମୁହଁର ସୌନ୍ଦର୍ୟ୍ୟ ବଜାୟ

ବିରୋଧୀଙ୍କୁ କଡ଼ା ଜବାବ ଦେଲା ବିଜେଡି

ଭୁବନେଶ୍ୱର: ନିର୍ବାଚନ ଆସିଲେ ହିଁ ବିରୋଧୀଙ୍କର ନାରୀ ସୁରକ୍ଷା ପ୍ରସଙ୍ଗ ଉଠେ । ଆଉ ନିର୍ବାଚନ ସରିଗଲେ ଏହିକଥାକୁ ଭୁଲି ଯାଆନ୍ତି ବିରୋଧୀ । ଏଭଳି କହି ମମିତା ମେହେର ହତ୍ୟା ମାମଲାରେ ବିରୋଧୀ ବିଜେପି ଓ କଂଗ୍ରେସକୁ କଡା ସମାଲୋଚନା କରିଛି ବିଜେଡି । ପ୍ରେସମିଟ୍ କରି ବିଜେଡି ମୁଖପାତ୍ର

ଭାରତ ନାଁରେ ପାକିସ୍ତାନୀଙ୍କୁ ଭୁଆଁ ବୁଲଉଛନ୍ତି ଇମ୍ରାନ

ନୂଆଦିଲ୍ଲୀ: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଭାରତ ନାଁରେ ପାକିସ୍ତାନ ଲୋକଙ୍କୁ ଭୂଅାଁ ବୁଲାଉଛନ୍ତି । ଭାରତରେ ଦରଦାମ ବଢ଼ୁଥିବାବେଳେ ପାକିସ୍ତାନରେ କମ ଥିବା ସେ କହିଛନ୍ତି । ତେବେ ତାଙ୍କର ଏହି କଥାରେ ମିଥ୍ୟା ଲୁଚି ରହିଛି । ସେ ନିଜ ସୋସିଆଲ ମିଡିଆରେ ଲେଖିଛନ୍ତି କି, ଭାରତରେ

କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ, ୧୦ ମୃତ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ଅହମଦନଗରରେ ଏକ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛିି। ଏଠାରେ ଥିବା ସଭିଲ ହସ୍ପିଟାଲରେ ନିଆଁ ଲାଗିବା ହେତୁ ୧୦ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଯାଇଛି। ଅହମଦନଗରର ଜିଲ୍ଲାପାଳ ରାଜେନ୍ଦ୍ର ଭୋସଲେ ଏହି ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି। ଏହି ନିଆଁ ସିଭିଲ ହସ୍ପିଟାଲର

କମିଲା ବସ୍ ଭଡ଼ା, ଜାଣନ୍ତୁ କେତେ

ଭୁବନେଶ୍ୱର: ଯାତ୍ରୀମାନେ ଦୟାକରି ଧ୍ୟାନ ଦିଅନ୍ତୁ । ରାଜ୍ୟରେ ପେଟ୍ରୋଲ ଓ ଡିଜେଲ୍ ଦର ହ୍ରାସ ପାଇବା ପରେ ଘରୋଇ ବସ୍ ମାଲିକ ମାନେ ଯାତ୍ରୀ ମାନଙ୍କ ଠାରୁ ବସ୍ ଭଡ଼ା ପୂର୍ବାପେକ୍ଷା କମ୍ ନେବାକୁ ସହମତି ଜଣାଇଛନ୍ତି। ଏଣିକି ଯାତ୍ରୀମାନଙ୍କୁ ଅର୍ଡିନାରି ଓ ଏକ୍ସପ୍ରେସ୍ ବସ୍ରେ କିଲୋମିଟର

ଶକ୍ତିଶାଳୀ ହେଉଛି ବିଜେଡି

ଭୁବନେଶ୍ୱର: ପାଖେଇ ଆସୁଛି ପଞ୍ଚାୟତ ନିର୍ବାଚନ । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ପଞ୍ଚାୟତ ନିର୍ବାଚନ ହେଉଛି ସେମିଫାଇନାଲ ସଦୃଶ । ତେଣୁ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ ଚେଷ୍ଟା କରିବେ କି ନିର୍ବାଚନ ଜିତିବା ସହ ୨୦୨୪ ଲାଗି ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିବେ । ତେବେ ପଞ୍ଚାୟତ

ପୁଲିସ୍‍କୁ ଚକ୍‍ମା ଦେଉଛନ୍ତି ରାଜଧାନୀ ଛୋଟ ଚୋର

ଭୁବନେଶ୍ୱର : ରାଜଧାନୀ ପୁଲିସ୍‍କୁ ଏବେ ଛୋଟ ଚୋରମାନେ ଚକ୍‍ମା ଦେଉଛନ୍ତି । ବଡ ବଡ ଚୋରଙ୍କୁ ଧରି ପୁଲିସ୍‍ ଜେଲ୍‍ ପଠାଉଥିବାବେଳେ ସେମାନଙ୍କ ଚେଲାମାନେ ଏବେ ପୁଲିସ୍‍କୁ ନାକେଦମ କରୁଛନ୍ତି । ଏମାନଙ୍କ ଉପରେ ଦୟାକରି ପୁଲିସ୍‍ କାର୍ଯ୍ୟାନୁଷ୍ଠାନ ନେଉନଥିବାବେଳେ ଛୋଟ ବଡ ଚୋରି ଠାରୁ ଆରମ୍ଭ