ବିଜେଡିରେ ଯୋଗଦେଲେ ପ୍ରଦୀପ ମାଝି
ନବରଙ୍ଗପୁର: ବିଜେଡିରେ ଯୋଗଦେଲେ ପୂର୍ବତନ କଂଗ୍ରେସ ସାଂସଦ ପ୍ରଦୀପ ମାଝି । ଆଜି ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗଦେଇଛନ୍ତି । ପ୍ରଦୀପଙ୍କ ସହ ତାଙ୍କର ଶହ ଶହ କର୍ମୀ ମଧ୍ୟ ବିଜେଡିରେ ଯୋଗ ଦେଇଛନ୍ତି । ମୁଖ୍ୟମନ୍ତୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ଦଳରେ!-->…
