ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା
ଭୁବନେଶ୍ୱର: ଓଡିଶା ଚଳଚ୍ଚିତ୍ର ଜଗତର ଶ୍ରେଷ୍ଠ ସମ୍ମାନ ଜୟଦେବ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଥିବା ନିର୍ମାତା-ନିର୍ଦ୍ଦେଶକ ଘନଶ୍ୟାମ ମହାପାତ୍ରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇବାକୁ ଯାଉଥିବା ସମସ୍ତ ବ୍ୟକ୍ତି!-->…
