କେବେ କମିବ କଂଗ୍ରେସ କଳି?
ଭୁବନେଶ୍ୱର: ରାଜ୍ୟରେ ଦୁର୍ବଳ ସ୍ଥିତିରେ ରହିଛି କଂଗ୍ରେସ । ବିଜେପି ଏବଂ ବିଜେଡ଼ି ଲଢ଼େଇରେ ପଛରେ ପଡିଛି କଂଗ୍ରେସ । ଉପନର୍ବିାଚନ ହେଉ ବା ନିର୍ବାଚନ ସବୁବେଳେ ମାଟି କାମୁଡ଼ି ପଡୁଛି କଂଗ୍ରେସ । ତେବେ ଦଳ ବିରୋଧୀଙ୍କ ସହ କମ ଲଢ଼ୁଛି ଆଉ ନିଜ ଦଳୀୟ କର୍ମୀଙ୍କ ସହ ଅଧିକ ଲଢ଼ୁଥିବା ଦେଖିବାକୁ!-->…
