ସମ୍ଭାବ୍ୟ ବାତ୍ୟା ‘ଗୁଲାବ’ର ମୁକାବିଲା ପାଇଁ ଗଞ୍ଜାମ ଜିଲ୍ଲା ପ୍ରଶାସନ ସଜାଗ
ବ୍ରହ୍ମପୁର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ସାମୁଦ୍ରୀକ ବାତ୍ୟାର ରୂପ ନେଇଛି । ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏହା ସ୍ଥଳଭାଗକୁ ଛୁଇଁବ ବୋଲି ପାଣିପାଗ ବିଭାଗ ତରଫରୁ ଅନୁମାନ କରାଯାଉଛି । ତେବେ!-->…
