ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୪,୩୧୩ ନୂଆ କରୋନା ମାମଲା ରିପୋର୍ଟ ହୋଇଛି। ଏହି ସମୟ ମଧ୍ୟରେ ୧୩,୫୪୩ ରୋଗୀ କରୋନାରୁ ସୁସ୍ଥ ହୋଇଛନ୍ତି। ଦେଶର କରୋନାରୁ ମୋଟ ସୁସ୍ଥ ରୋଗୀଙ୍କ ସଂଖ୍ୟା ୩.୩୬ କୋଟି ଅତିକ୍ରମ କରିଛି। ସୁସ୍ଥ ହାର ୯୮.୧୯ ପ୍ରତିଶତକୁ ବୃଦ୍ଧି ପାଇଛି | କେରଳରେ!-->…
