ଟିକା ନେଇନଥିଲେ ଘରକୁ ଯିବେ ସ୍ୱାସ୍ଥ୍ୟକର୍ମୀ
ଭୁବନେଶ୍ୱର: ରାଜ୍ୟରେ କୋଭିଡ ଟିକା ନେଇ ନ ଥିବା ଲୋକଙ୍କୁ ଖୋଜିବା ଅଭିଯାନ ଆରମ୍ଭ ହେବ । ଆସନ୍ତାକାଲିଠାରୁ ଟିକା ନେଇ ନଥିବା ଲୋକଙ୍କୁ ଖୋଜିବା ଅଭିଯାନ ଆରମ୍ଭ ହେବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ଗାଁ ଗାଁରେ ଏଭଳି ଲୋକଙ୍କୁ ଖୋଜିବେ ଆଶାକର୍ମୀ!-->…
