ଗୋପାଳପୁରରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା ; ଏସ୍ପି ଦେଲେ ଗୁରୁତ୍ୱପୂର୍ଣ୍ଣ ସୂଚନା
ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ ବ୍ରହ୍ମପୁର ଏସ୍ପିଙ୍କ ଗୁରୁତ୍ବପୂର୍ଣ୍ଣ ସୂଚନା । ୧୦ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ତିନିଜଣ , ଯୁବତୀଙ୍କ ସହ ଦୁଷ୍କର୍ମ କରିଥିବା ନେଇ ସୂଚନା ଦେଇଛନ୍ତି ଏସ୍ପି । ସେହି ତିନିଜଣଙ୍କୁ ଗିରଫ କରାଯାଇଛି । ବାକି ୭ଜଣଙ୍କୁ ପୁଲିସ!-->…
