ଆଜି ଶପଥ ନେବେ ଭୂପେନ୍ଦ୍ର ପଟେଲ
ଅହମ୍ମଦାବାଦ: ଆଜି ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭୂପେନ୍ଦ୍ର ପଟେଲ । ସେ ୧୭ ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଭୁପେନ୍ଦ୍ର ଆଜି ଅପରାହ୍ନ ୨.୨୦ ରେ ଶପଥ ଗ୍ରହଣ କରିବେ ବୋଲି ଜଣାପଡ଼ିଛି। ଗୃହମନ୍ତ୍ରୀ ଅମିତ ଶାହା ଏହି ଶପଥ ସମାରୋହରେ ଅଂଶଗ୍ରହଣ କରିବା ନେଇ ସୂଚନା!-->…
