Odia News Portal

ଗାଧୋଇବାକୁ ଯାଇ ଭାସିଗଲେ ଦୁଇ ଛାତ୍ର

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ହାଟଡିହିରେ କେନାଲରେ ଗାଧୋଇବା ବେଳେ ଭାସି ଗଲେ ଦୁଇ ଛାତ୍ର । ଘଟଣାରେ ଜଣେ ନିଖୋଜ ଥିବା ବେଳେ ଅନ୍ୟ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ପନ୍ଦାଡ଼ ଗାଁ ନିକଟରେ ଥିବା ବିଦ୍ୟାଧରପୁର ମୁଖ୍ୟ କେନାଲରେ ୪ ଜଣ ଛାତ୍ର ଗାଧୋଉଥିବା ବେଳେ ଦୁଇ ଜଣ ଭାସି ଯାଇଥିଲେ ।

କେନ୍ଦ୍ର ସରକାରଙ୍କ ବିରୋଧରେ ଗର୍ଜିଲେ ବିଜେଡି କର୍ମୀ

ଭୁବନେଶ୍ୱର: ଅହେତୁକ ଦରଦାମ ବୃଦ୍ଧିକୁ ନେଇ ଆଜି ବିଜେଡି ପକ୍ଷରୁ ରାଜଧାନୀରେ ଏକ ପ୍ରତିବାଦ ସଭା ଆୟୋିତ ହୋଇଥିଲା । ଭୁବନେଶ୍ୱର ଜିଲ୍ଲା ସଭାପତି ତଥା ଉତ୍ତର ବିଧାୟକ ସୁଶାନ୍ତ ରାଉତଙ୍କ ନେତୃତ୍ୱରେ ହଜାର ହଜାର କର୍ମୀ ପାର୍ଟି ଅଫିସରୁ ଏକ ସାଇକେଲ ରାଲିରେ ବାହାରି ରାଜ ଭବନ ନିକଟରେ

ଶ୍ରୀକ୍ଷେତ୍ରରେ ପୁଣିଥରେ ଆରମ୍ଭ ହେଲା ଉଚ୍ଛେଦ କାମ

ପୁରୀ: କିଛି ଦିନର ବ୍ୟବଧାନ ପରେ ଶ୍ରୀମନ୍ଦିର ଚାରିପାଖରୁ ପୁଣି ଉଚ୍ଛେଦ ଆରମ୍ଭ ହୋଇଛି । ଶ୍ରୀନହର ସମ୍ମୁଖରେ ଥିବା ଶ୍ରୀମନ୍ଦିର କାର୍ଯ୍ୟାଳୟର ପୁରାତନ କୋଠାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଉଛି । ଶ୍ରୀମନ୍ଦିରର ୭୫ ମିଟର ଐତିହ୍ୟ କରିଡର ମଧ୍ୟରେ ବର୍ତ୍ତମାନ ସୁଦ୍ଧା ୯୬

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁନିତ୍ ରାଜକୁମାରଙ୍କୁ ଦିଆଗଲା ଅନ୍ତିମ ବିଦାୟ

ବେଙ୍ଗାଲୁରୁ: ଅଭିନେତା ପୁନିତ୍ ରାଜକୁମାରଙ୍କୁ ଆଜି ସକାଳେ କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ବାସବରାଜ ବୋମ୍ମାଇ ଏବଂ କନ୍ନଡ ଫିଲ୍ମ ଇଣ୍ଡଷ୍ଟ୍ରିର ଅନେକ ବରିଷ୍ଠ କଳାକାରଙ୍କ ଉପସ୍ଥିତିରେ ଅନ୍ତିମ ବିଦାୟ ଦିଆଯାଇଛି। ତାଙ୍କୁ ବାଙ୍ଗାଲୋରର ଶ୍ରୀ କାନ୍ତିରଭା ଷ୍ଟୁଡିଓରେ କବର ଦିଆଯାଇଛି। ତାଙ୍କୁ

ସଡ଼କ ଦୁର୍ଘଟଣାରେ ଚାଲିଗଲା ୧୩ ଜଣଙ୍କ ଜୀବନ

ଡେରାଡୁନ୍: ଉତ୍ତରାଖଣ୍ଡର ଚକରାତାରେ ରବିବାର ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ୧୦ଟା ସମୟେରେ ଚକରାତାର ଭରମ ଖତ ସ୍ଥିତ ବାୟଲା ଗାଁରୁ ବିକାଶନଗର ଯାଉଥିବା ଏକ ବୋଲେରୋ ବାୟଲା-ପିଙ୍ଗୁୱା ରାସ୍ତାରେ ଭାରସାମ୍ୟ ହରାଇ ୪୦୦ ମିଟର ଗଭୀର ଖାତକୁ ଖସି ପଡ଼ିଛି। ବୋଲେରୋରେ

ପ୍ରେମରେ ପଡ଼ିଲେ ସୁର, ଭାଇରାଲ ହେଉଛି ଭିଡିଓ

ଭୁବନେଶ୍ୱର: କଂଗ୍ରେସର ବରିଷ୍ଠ ନେତା ତଥା ଜଟଣୀ ବିଧାୟକ ସୁର ରାଉତରାୟଙ୍କ ଗୋଟିଏ ପଦ କଥା ସମସ୍ତଙ୍କ ମନକୁ ଛୁଇଁଥାଏ । ସେ କଟାକ୍ଷ କରନ୍ତୁ ବା ପ୍ରଂଶସା, ତାଙ୍କ କଥା କହିବାର ଶୈଳୀ ମ୍ସ୍ ଓଡ଼ିଶାବାସୀଙ୍କ ମନକୁ ମୋହିଥାଏ । ତେବେ ସୁରଙ୍କ ଏକ ଗୀତ ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ

ଦୀପାବଳି ପରେ ପ୍ରଥମରୁ ସପ୍ତମ ଶ୍ରେଣୀ ପାଠପଢ଼ା

ଭୁବନେଶ୍ବର: ଦୀପାବଳି ପରେ ସ୍କୁଲ ଖୋଲିବ ବୋଲି ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ସମୀରରଂଜନ ଦାସ ସୂଚନା ଦେଇଛନ୍ତି। ଏନେଇ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ଏ ସଂପର୍କରେ ଗଣଶିକ୍ଷା ବିଭାଗ ବିଚାରବିମର୍ଶ କରୁଛି। ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ନେଇ ପର୍ଯ୍ୟାୟକ୍ରମେ ସ୍କୁଲ ଖୋଲାଯିବ। ସ୍କୁଲ

ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ

କନ୍ଧମାଳ: ଚାରିଦିନିଆ କନ୍ଧମାଳ ଗସ୍ତରେ ଥିବାବେଳେ ପଂଚାୟତ ରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର । ଜ୍ୱର ଓ ଉଚ୍ଚ ରକ୍ତଚାପ ରେ ପୀଡିତ ହୋଇଥିବାରୁ ଗସ୍ତ କାର୍ଯ୍ୟକ୍ରମକୁ ଅଧାରୁ ବାତିଲ କରାଯାଇଛି । ମନ୍ତ୍ରୀ ପ୍ରତାପ ଜେନା ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଥିବାର

ଦେଶରେ ୧୨ ହଜାର ୮୩୦ ନୂଆ କରୋନା ରୋଗୀ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଶନିବାର ସଂଧ୍ୟା ସୁଦ୍ଧା ଦିନକ ମଧ୍ୟରେ ୧୨ ହଜାର ୮୩୦ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଫଳରେ ମୋଟ ଆକ୍ରାନ୍ତ ସଂଖ୍ୟା ୩ କୋଟି ୪୨ ଲକ୍ଷ ୭୩ ହଜାର ୩୦୦କୁ ବୃଦ୍ଧି ପାଇଛି। ଏଥି ସହିତ ଦିନକ ମଧ୍ୟରେ ୧୪ ହଜାର ୬୬୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଏହାକୁ

ଆଜି ନ୍ୟୁଜିଲାଣ୍ଡକୁ ଭେଟିବ ଭାରତ

ଦୁବାଇ: ଚଳିତ ଟ୍ବେଣ୍ଟି-୨୦ ବିଶ୍ବକପ୍‌ର ଆ‌ଉ ଏକ ପ୍ରତୀକ୍ଷିତ ମୁକାବିଲାରେ ରବିବାର ଭରତ-ନ୍ୟୁଜିଲାଣ୍ଡ ମୁହାଁମୁହିଁ ହେବେ। ସେମିଫାଇନାଲ୍ ପ୍ରବେଶ ଦୃଷ୍ଟିରୁ ଭାରତ ପାଇଁ ଏହି ମ୍ୟାଚ୍‌ର ଢେର ମହତ୍ତ୍ବ ରହିବ। ନ୍ୟୁଜିଲାଣ୍ଡ ମ୍ୟାଚ୍ ଟିମ୍ ଇଣ୍ଡିଆ ପାଇଁ କର ବା ମର ସଦୃଶ ହେବ। ହାରିଲେ