Odia News Portal

୧୦ରେ ଏହିସବୁ ଜିଲ୍ଲାରେ ପ୍ରବଳ କାଚିବ

ଭୁବନେଶ୍ୱର: ପୁଣି ଫେରିଛି ଲଘୁଚାପ । ନଭେମ୍ବର ଦ୍ବିତୀୟ ଓ ତୃତୀୟ ସପ୍ତାହ ବେଳକୁ ବଙ୍ଗୋପସାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଥିବାବେଳେ ୧୦ରୁ ରାଜ୍ୟରେ ବର୍ଷାର ସମ୍ଭାବନା ଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

ଆଜି ଆଫଗାନିସ୍ତାନ ପାଇଁ ପ୍ରାର୍ଥନା କରିବ ଭାରତ

ଦୁବାଇ: ଟି-୨୦ ବିଶ୍ୱକପରେ ଭାରତ ପ୍ରଥମ ଦୁଇଟି ପରାଜୟ ପରେ ଦଳର ସେମି ଆଶା ଏକପ୍ରକାର ମଉଳି ଯାଇଛି । ତଥାପି ପର ଉପରେ ନିର୍ଭର କରୁଛି ଭାରତ । ଯଦି ଆଜି ଆଫଗାନିସ୍ତାନ ନ୍ୟୁଜିଲାଣ୍ଡ ଭଳି ଶକ୍ତିଶାଳୀ ଦଳକୁ ପରାସ୍ତ କରେ ତେବେ ଭାରତ ସେମିରେ ପହଞ୍ଚିବ । ସେପଟେ ଭାରତ ଶେଷ ମ୍ୟାଚରେ ଦୁର୍ବଳ…

ଆସନ୍ତାକାଲି କଳାହାଣ୍ଡି ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ସୋମବାର କଳାହାଣ୍ଡି ଜିଲ୍ଲା ଗସ୍ତ କରିବେ । ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ବଂଟନର ଶୁଭାରମ୍ଭ କରିବେ । ଏହାଛଡା ଅନେକ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ବି କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ସୋମବାର ସକାଳ…

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ୩୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୩୪୬୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୬ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୩୨ ଜଣ ଲୋକାଲ୍‌ କେସ୍‌…

ନିଶା ବେପାରୀଙ୍କ ଅକଲଗୁଡ଼ୁମ

ଭୁବନେଶ୍ୱର: ନିଶା ସାମଗ୍ରୀର ବେଆଇନ୍‍ କାରବାରର କୁପ୍ରଭାବ ଉଭୟ ଯୁବଗୋଷ୍ଠି ଓ ସମାଜ ଉପରେ ପଡୁଥିବାବେଳେ ଏହାର ମୂଳୋତ୍ପାଟନ ଲାଗି ରାଜ୍ୟ ଅବକାରୀ ବିଭାଗ ନିର୍ଦ୍ଦେଶ ଦେଇଛି । ତଦନୁଯାୟୀ ଗୁଇନ୍ଦା ସୂଚନା ଆଧାରରେ ଅବକାରୀ ସ୍କ୍ୱାଡ୍‍ର ଧରପଗଡ ଏବେ କାମ ଦେଉଛି । କ୍ଷେତ୍ର ସ୍ତରୀୟ…

ଥରିଲାଣି ଓଡ଼ିଶା

ଭୁବନେଶ୍ୱର : ଧିରେ ଧିରେ ରାଜ୍ୟରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି । ରାଜ୍ୟର ୬ଟି ସହରରର ରାତ୍ରି ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି । ୯.୫ ଡିଗ୍ରୀ ସହ ଦାରିଙ୍ଗବାଡ଼ି ସବୁଠାରୁ ଥଣ୍ଡା ସହର ହୋଇଛି । ସେହିପରି କୋରାପୁଟରେ ୧୨.୨, ଫୁଲବାଣୀରେ ୧୨.୬, କେନ୍ଦୁଝରରେ ୧୪.୨ ଡିଗ୍ରୀ,…

ପୁଣି ବିଶ୍ୱର ଲୋକପ୍ରିୟ ନେତା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି ଥରେ ବିଶ୍ୱର ସବୁଠାରୁ ଲୋକପ୍ରିୟ ନେତା ଭାବେ ନିର୍ବାଚିତ ହୋଇଛନ୍ତି। ମର୍ନିଂ କନ୍ସଲ୍ଟ ଦ୍ୱାରା ପ୍ରକାଶିତ ଗ୍ଲୋବାଲ୍ ଲିଡର ଅନୁମୋଦନ ମୂଲ୍ୟାୟନରେ ପିଏମ ମୋଦୀ ୭୦ ପ୍ରତିଶତ ଅନୁମୋଦନ ସହ ଶୀର୍ଷରେ ରହିଛନ୍ତି। ପିଏମ ମୋଦୀ ବିଶ୍ୱର…

ନୂଆପଡ଼ା ଗସ୍ତରେ ପୋଲିସ ଡିଜି ଅଭୟ

ନୂଆପଡ଼ା: ପୋଲିସ DG ଅଭୟଙ୍କ ଦିନିକିଆ ନୂଆପଡ଼ା ଗସ୍ତ। ଜିଲ୍ଲାରେ ମାଓ ସ୍ଥିତି ନେଇ ସମୀକ୍ଷା କରିବେ ଡିଜିପି। ସୁନାବେଡ଼ା ଅଭୟାରଣ୍ୟ ଗସ୍ତରେ ଯିବେ DGP। ସୁନାବେଡ଼ାରେ ଥିବା CRPF କ୍ୟାମ୍ପ ପରିଦର୍ଶନ କରିବେ। ମାଓ ମୁକାବିଲା କ୍ଷେତ୍ରରେ ଓଡ଼ିଶା ବିଗତ ଦିନରେ ସଫଳତା ସହ କରିଛି।…

ସି.ଭି ରମଣଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ନୋବେଲ ପୁରସ୍କାର ବିଜେତା ସୁପ୍ରସିଦ୍ଧ ବୈଜ୍ଞାନିକ ଭାରତରତ୍ନ ଡକ୍ଟର ସି.ଭି ରମଣଙ୍କ ଜନ୍ମବାର୍ଷିକୀରେ ତାଙ୍କୁ ସ୍ମରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପଦାର୍ଥ ବିଜ୍ଞାନରେ ସି.ଭି ରମଣଙ୍କ ଉଲ୍ଲେଖନୀୟ ଅବଦାନ ବିଶ୍ୱବ୍ୟାପୀ ବୈଜ୍ଞାନିକ ଓ ଛାତ୍ରଛାତ୍ରୀଙ୍କୁ…

ଜେଲ୍ ଗଲେ ଅନିଲ ଦେଶମୁଖ

ମୁମ୍ବାଇ: ବହୁ କୋଟି ଟଙ୍କା ମନି ଲଣ୍ଡ୍ରିଂ ମାମଲାରେ ଗିରଫ ହୋଇଥିବା ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କୁ ମୁମ୍ବାଇର ଏକ ଅବକାଶ କାଳୀନ କୋର୍ଟ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇଛନ୍ତି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅନୀଲ ଦେଶମୁଖଙ୍କ ନଅ ଦିନ ପାଇଁ…