ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଦରମା ବଢିଲା
ଭୁବନେଶ୍ୱର: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ ଖୁସି ଖବର । ବଢିଲା ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଦରମା । ଏଣିକି ୮୦୭୦ ଟଙ୍କା ମାସିକ ଦରମା ପାଉଥିବା କର୍ମଚାରୀଙ୍କୁ ମିଳିବ ୧୦,୧୦୦ ଟଙ୍କା । ଏହାସହିତ ୮୩୯୦ ଟଙ୍କା ମାସିକ ଦରମା ପାଉଥିବା କର୍ମଚାରୀଙ୍କୁ ମିଳିବ ୧୦,୫୦୦ ଟଙ୍କା ।!-->…
