ବିଜେଡି ମୁହାଁ ବିରୋଧୀ
ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପୂର୍ବରୁ ଶକ୍ତିଶାଳୀ ହେଉଛି ବିଜେଡି । ଶତାଧିକ ବିରୋଧୀ ଦଳ ଛାଡ଼ି ବିଜେଡିରେ ସାମିଲ ହେଉଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିକୁ ଛୁଟୁଛନ୍ତି ବିରୋଧୀ ନେତୃ ମଣ୍ଡଳୀ । ବିଜେଡିର ମିଶ୍ରଣ ପର୍ବ। ଶ୍ରମିକ!-->…
