Odia News Portal

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ସଂକ୍ରମଣ । ଆଜି ୫ଶହ ତଳେ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ୪୬୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୨୬୮ ଓ ସ୍ଥାନୀୟ ସଂକ୍ରମିତ ୧୯୪ ଜଣ ରହିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍

ଫେବୃୟାରୀ ୧୫ରେ ବାରବାଟୀରେ ଭାରତ-ୱେଷ୍ଟଇଣ୍ଡିଜ ଟି-୨୦ ମ୍ୟାଚ

କଟକ: ଦୀର୍ଘ ୨ ବର୍ଷ ପରେ ବାରବାଟୀକୁ ମିଳିଛି ଆନ୍ତର୍ଜାତୀୟ ମ୍ୟାଚ । ବାରବାଟୀକୁ ପୁଣି ଫେରିବ ଆନ୍ତର୍ଜାତିକ କ୍ରିକେଟ । ଆସନ୍ତାବର୍ଷ ଫେବ୍ରୁଆରୀରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଏକ ଟି-୨୦ ମ୍ୟାଚ୍ । ଇଣ୍ଡିଜ ଟିମ୍ ଭାରତ ଗସ୍ତ କରି ୩ଟି ଦିନିକିଆ ଓ ୩ଟି

ଆଫଗାନିସ୍ତାନରେ ଆଇପିଏଲ ପ୍ରସାରଣ ବ୍ୟାନ କଲା କାଲିବାନ

କାବୁଲ: ସାରା ବିଶ୍ୱରେ ସମସ୍ତଙ୍କ ପସନ୍ଦ ଧନୀ କ୍ରିକେଟ ଲିଗ ଆଇପିଏଲ । ଳିତ ଥର ୟୁଏଇରେ ଏହି ମ୍ୟାଚ୍ ଖେଳାଯାଇଛି। ବିଶ୍ବର ସମସ୍ତ କ୍ରିକେଟ ପ୍ରେମୀ ଫଟାଫଟ କ୍ରିକେଟର ଏହି ଶ୍ରେଷ୍ଠ ଲିଗ୍ର ମଜା ଉଠାଉଥିବା ବେଳେ ଏଥିରୁ ବଞ୍ଚିତ ହୋଇଛନ୍ତି ଆଫଗାନିସ୍ତାନ ବାସୀ। କାରଣ ଆଫଗାନିସ୍ତାନରେ

ରାଜକୁନ୍ଦ୍ରାଙ୍କୁ ମିଳିଲା ଜାମିନ୍

ମୁମ୍ବାଇ: ରାଜକୁନ୍ଦ୍ରାଙ୍କୁ ମିଳିଲା ଜାମିନ୍ । ଦୀର୍ଘ ୨ ମାସ ପରେ ଜାମିନ୍ ମିଳିଛି । ଅଶ୍ଲୀଳ ଫିଲ୍ମ ନିର୍ମାଣ ମାମଲରେ ଗିରଫ ହୋଇ ୨ମାସ ହେବ ଜେଲରେ ଥିବା ରାଜ କୁନ୍ଦ୍ରାଙ୍କୁ ଏବେ ଜାମିନ ମିଳିଛି। ଆଜି ମୁମ୍ବାଇ କୋର୍ଟ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ ଜାମିନ ପ୍ରଦାନ କରିବା ସହ

ପୁଣି ଆରମ୍ଭ ହେଲା ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ଉଚ୍ଛେଦ କାମ

ପୁରୀ: ଶ୍ରୀକ୍ଷେତ୍ରର ହେଉଛି ଉନ୍ନତିକରଣ । ଶ୍ରୀମନ୍ଦିର ୭୫ ମିଟର ସୁରକ୍ଷା ଜୋନ ମଧ୍ୟରେ ପୁଣିଥରେ ଉଚ୍ଛେଦ ଆରମ୍ଭ ହୋଇଛି। ସୋମବାର ବାସେଳୀ ସାହି ମୌଜା ଗାଣ୍ଡୁଆଚଉରା ଛକରେ ଥିବା ୩ଟି ଘରୋଇ କୋଠାକୁ ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ଉପଜିଲ୍ଲାପାଳ ଭବତାରଣ ସାହୁଙ୍କ ପ୍ରତ୍ୟକ୍ଷ

୨୬ରୁ ପୁଣି ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆସନ୍ତା ୨୫ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ ୨୬ ତାରିଖ ଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର

ନଦୀରେ ଭାସିଗଲେ ବୃଦ୍ଧ

ଖୋର୍ଦ୍ଧା: ରାଜଧାନୀରେ ଡ୍ରେନରେ ଭାସିଯାଇ ଛାତ୍ରଙ୍କ ମୃତ୍ୟୁ ଖବର ଏବେ ସାରା ରାଜ୍ୟରେ ଆଲୋଡ଼ନ ସୃଢଷ୍ଟି କରିଥିବାବେଳେ ପୁଣି ଏକ ଦୁଃଖଦ ଖବର ନଜରକୁ ଆସିଛି । ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳରେ ଆଜି ଜଣେ ବୟସ୍କ ବ୍ୟକ୍ତି ଶୌଚ ପାଇଁ ନଈକୁ ଯାଇଥିବା ସମୟରେ ପାଣିର ପ୍ରଖର ସ୍ରୋତରେ ଭାସିଯାଇ

ସରିଲା ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ, ୪ ଘଣ୍ଟାରେ ୧୦୦ ପ୍ରଶ୍ନ

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଘଟଣାକୁ ନେଇ ଦିନକୁ ଦିନ ଭିନ୍ନ ମୋଡ଼ ନେବାରେ ଲାଗିଛି । ଆଜି ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀଙ୍କ ଲାଏ ଡିଟେକସନ ଟେଷ୍ଟ କରାଯାଇଛି । ଏହି ଟେଷ୍ଟ ପ୍ରାୟ ୪ ଘଣ୍ଟା କାଳ ଚାଲିଥିଲା । ଭୁବନେଶ୍ୱରର ରସୁଲଗଡ ଫରେନସିକ୍ ଲ୍ୟାବରେ

ଦୁଷ୍କର୍ମ କରି ଭିଡିଓ କଲେ…

ପାଟଣା: ଲଜ୍ଜା । ଥମିବାର ନାଁ ଧରୁନି ଲଜ୍ଜା । ଦୁଷ୍କର୍ମକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉଥିଲେ ସୁଦ୍ଧା ଥମିବାର ନାଁ ଧରୁନି । ଜଣେ ଯୁବତୀଙ୍କୁ ୪ଜଣ ମିଶି ଦୁଷ୍କର୍ମ କରିବା ସହ ଭିଡିଓ ରେକର୍ଡିଂ କରିଛନ୍ତି ଅଭିଯୁକ୍ତ । ବିହାରର ସମସ୍ତିପୁର ଅଞ୍ଚଳରେ ଘଟିଛି ଏଭଳି

ବିଜେଡିରେ ମିଶିବେ କି ପ୍ରଦୀପ?

ଭୁବନେଶ୍ୱର: ଆସନ୍ତା ୨୪ ତାରିଖରେ ବିଜେଡ଼ିରେ ସାମିଲ ହେବେ କଂଗ୍ରେସ ନେତା ପ୍ରଦୀପ ମାଝି । ବିଜେଡିରୁ ରାଜ୍ୟସଭା ଯିବେ ପ୍ରଦୀପ । ବିଜେଡିର ପାୱାରଫୁଲ ନେତାଙ୍କ ସହ ହୋଇସାରିଛି ଆଲୋଚନା । ଏଭଳି କଥାକୁ ନେଇ ଏବେ ସବୁଠି ହେଉଛି ଚର୍ଚ୍ଚା । ପାନ ଦୋକାନରୁ ଆରମ୍ଭ କରି ଅଫିସ ସବୁଠି ଚର୍ଚ୍ଚା