Odia News Portal

ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତାକାଲି ସର୍ବ ଦଳୀୟ ବୈଠକ

ଭୁବନେଶ୍ୱର: ଆସନ୍ତାକାଲି ସର୍ବ ଦଳୀୟ ବୈଠକ । ରାଜ୍ୟ ନିର୍ବାଚନ ଆୟୋଗ ଆଦିତ୍ୟ ପାଢ଼ୀ ବୈଠକ କରିବେ । ପଞ୍ଚାୟତ ନିର୍ବାଚନ ପାଇଁ ବସିବ ସର୍ବଦଳୀୟ ବୈଠକ । ସମସ୍ତ ରାଜନୈତିକ ଦଳ ସହ ସାକ୍ଷାତ କରିବେ ଆଦିତ୍ୟ ପାଢୀ । କେନ୍ଦ୍ର ନିର୍ବାଚନ କମିଶନ ଜାନୁଆରୀ ୨୦୨୧ ସୁଦ୍ଧା ଭୋଟର ଲିଷ୍ଟ ପ୍ରଦାନ…

ଏନସିବିରେ ହାଜର ହେଲେ ଆର୍ୟନ

ମୁମ୍ବାଇ: କ୍ରୁଜ୍ ଡ୍ରଗ୍ସ ମାମଲାରେ ଛନ୍ଦି ହୋଇଥିବା ବଲିଉଡ ସୁପରଷ୍ଟାର ଶାହାରୁଖ ଖାନଙ୍କ ପୁଅ ଆର୍ୟନ ଶୁକ୍ରବାର ଏନସିବିରେ ହାଜର ହୋଇଛନ୍ତି । ପୂର୍ବ ।ହ୍ନ ୧୧ଟାରୁ ଅପରାହ୍ଣ ୨ଟା ମଧ୍ୟରେ ‘ଏନ୍ସିବି’ରେ ଉପସ୍ଥିତ ହେବାକୁ ତାଙ୍କ ପ୍ରତି ନିର୍ଦେଶ ଜାରି ହୋଇଥିଲା । ‘ଡ୍ରଗ୍ସ୍-ଅନ୍-କ୍ରୁଜ୍’…

ଭାରତ ବିପକ୍ଷ ଟେଷ୍ଟ ସିରିଜ ଲାଗି ଟିମ୍ ଘୋଷଣା କଲା ନ୍ୟୁଜିଲାଣ୍ଡ

ୱେଲିଂଟନ୍‌ : ନ୍ୟୁଜିଲାଣ୍ଡର ଦ୍ରୁତ ବୋଲର ଟ୍ରେଣ୍ଟ ବୋଲ୍ଟ ଭାରତ ବିପକ୍ଷ ୨ଟି ଟେଷ୍ଟ ଶୃଙ୍ଖଳାରେ ଖେଳିବେ ନାହିଁ। ସ୍ବାସ୍ଥ୍ୟଜନିତ ସମସ୍ୟା ଯୋଗୁଁ ଟ୍ରେଣ୍ଟ ବୋଲ୍ଟ ଭାରତ ଗସ୍ତରେ ନିଜ ଦଳ ସହିତ ରହିବେ ନାହିଁ।  ସୂଚନାଯୋଗ୍ୟ ସିରିଜର ପ୍ରଥମ ଟେଷ୍ଟ କାନପୁରରେ ନଭେମ୍ବର ୨୫ରୁ ୨୯ ଯାଏଁ…

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨,୭୨୯ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଏଥିସହିତ ଦିନକ ମଧ୍ୟରେ ୨୨୧ ଜଣଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟାରେ ୧୨,୧୬୫ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ୩,୩୭,୨୪,୯୫୯ ଜଣ ସୁସ୍ଥ ହୋଇସାରିଲେଣି । ସଂପ୍ରତି…

ମମିତା ମେହେର ହତ୍ୟା ମାମଲାରେ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ

ଭୁବନେଶ୍ୱର : ଶିକ୍ଷୟିତ୍ରୀ ମମିତା ହତ୍ୟା ମାମଲାରେ ମିଳିଲା ଗୁରୁତ୍ୱପୂର୍ଣ୍ଣ ତଥ୍ୟ । ବିବେକ ଅଗ୍ରୱାଲ ନାମକ ବ୍ୟକ୍ତିଙ୍କ ୧୬୧ ବୟାନରୁ ମଳିଲା ତଥ୍ୟ । ମମିତାଙ୍କ ଶବ ପୋଡ଼ିବାକୁ ବ୍ୟବହୃତ ଟାୟାର ଦେଇଥିଲେ ବିବେକ । ମମିତାଙ୍କୁ ହତ୍ୟା ପରେ ବିବେକଙ୍କୁ ଫୋନ୍ କରିଥିଲା ଗୋବିନ୍ଦ । ଗତ ୮…

ଦୀପାବଳିରେ ଲିଭିଗଲା ମନ୍ତ୍ରୀ ସୁବ୍ରତ ମୁଖାର୍ଜୀଙ୍କ ଜୀବନ ଦୀପ

କୋଲକତା: ତୃଣମୂଳ କଂଗ୍ରେସ ପାର୍ଟିର ବରିଷ୍ଠ ନେତା ତଥା ପଶ୍ଚିମବଙ୍ଗର ପଞ୍ଚାୟତରାଜ ମନ୍ତ୍ରୀ ସୁବ୍ରତ ମୁଖାର୍ଜୀଙ୍କ ଗତ ରାତିରେ ପରଲୋକ ହୋଇଯାଇଛି।  ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା। କିଛି ଦିନ ପୂର୍ବେ ହୃଦଘାତର ଶିକାର ହୋଇଥିବା ସୁବ୍ରତ ମୁଖାର୍ଜୀ କଲିକତାର ଏକ ସରକାରୀ…

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର

କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ଆଜି ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ଵତନ୍ତ୍ର ଉତ୍ସବରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ. ମୁରଲୀଧର ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହି ଅବସରରେ ହାଇକୋର୍ଟର ସମସ୍ତ…

ଆଜି ସ୍କଟଲ୍ୟାଣ୍ଡକୁ ଭେଟିବ ଭାରତ

ଦୁବାଇ: ଟିମ୍ ଇଣ୍ଡିଆ ଆଜି ଟି-୨୦ ବିଶ୍ୱକପରେ ସ୍କଟଲାଣ୍ଡକୁ ଭେଟିବ | ସେମିଫାଇନାଲ ଆଶା ଉଜ୍ଜୀବିତ ରଖିବା ପାଇଁ ଭାରତକୁ ସ୍କଟଲାଣ୍ଡ ବିପକ୍ଷରେ ଏକ ବଡ଼ ବିଜୟ ହାସଲ କରିବାକୁ ପଡିବ । ଏହା ବ୍ୟତୀତ ରୋହିତ ଶର୍ମା, ଜସପ୍ରୀତ ବୁମ୍ରା ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ଏହି ମ୍ୟାଚରେ କିଛି ବଡ଼…

ଆଜି ରାଜ୍ୟରେ ୩ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । କିନ୍ତୁ ପ୍ରତିଦିନ ଗଢ଼ୁଛି ମୁଣ୍ଡ । ଗତ ୨୪ ଘଣ୍ଟାରେ ୧୭୦ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୫୦ ବୃଦ୍ଧି ପାଇଛି । ଏନେଇ ରାଜ୍ୟ…

ପୂର୍ବତନ ସରପଞ୍ଚଙ୍କୁ ମାରିଦେଲେ

ବ୍ରହ୍ମପୁର: ସହର ଉପକଣ୍ଠ ବନ୍ଥପଲ୍ଲୀର ପୂର୍ବତନ ସରପଞ୍ଚ ପ୍ରଦୀପ ବିଷୋୟୀଙ୍କୁ ହତ୍ୟା କରାଯାଇଛି । ଆଜି ସକାଳେ ତାଙ୍କୁ ବଡବଜାର ଥାନା ଅନ୍ତର୍ଗତ ସୁକୁଣ୍ଡା ଛକରେ ହତ୍ୟା କରାଯାଇଥିବା ଜଣାପଡିଛି । ସ୍ଥାନୀୟ ଲୋକେ ଖବର ଦେଲା ପରେ ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି ।…