Odia News Portal

ଆଜି ରାଜ୍ୟରେ ୧୭୦ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଭାଙ୍ଗୁଛି କରୋନା ଚେନ୍, କମୁଛି ସଂକ୍ରମଣ । ରାଜ୍ୟରେ ତଳମୁହାଁ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ୧୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୨୯୪୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା…

ଆନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେଲେ ବ୍ରାଭୋ

ଦୁବାଇ: କାରବିଆନ ଦକ୍ଷ ଅଲରାଉଣ୍ଡର ତଥା ଡେଥ ଓଭର ସ୍ପେଶାଲିଷ୍ଟ ଡ୍ୱେନ ବ୍ରାଭୋ ଆନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେଇଛନ୍ତି । ଗୁରୁବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚରେ ପରାଜୟ ପରେ ସେ ନିଜର ଅବସର ଘୋଷଣା କରିଛନ୍ତି । ତେବେ ୧୮ ବର୍ଷର କ୍ରିକେଟ କ୍ୟାରିୟର ଭିତରେ ସେ ଅନେକ କ୍ଷ୍ୟାତି…

୬ରେ ଗଜପତି ବନ୍ଦ ଡାକରା ଦେଲା ବିଜେପି

ଭୁବନେଶ୍ୱର: ମହାଲିଙ୍ଗ ମିଷ୍ଟ୍ରିକୁ ନେଇ ରାଜ୍ୟରେ ଚାଲିଛି ବିକ୍ଷୋଭ । ମମିତା ମେହେରଙ୍କ ହତ୍ୟାରେ ମନ୍ତ୍ରୀଙ୍କ ସମ୍ପୃକ୍ତିକୁ ନେଇ ସାରା ରାଜ୍ୟରେ ବିରୋଧୀମାନେ ସ୍ୱର ଉଠାଇଛନ୍ତି । ମମିତାଙ୍କୁ ନ୍ୟାୟ ଦେବା ସହ ମନ୍ତ୍ରୀଙ୍କ ଇସ୍ତଫା ଲାଗି ଅଡ଼ି ବସିଛନ୍ତି ବିରୋଧୀ । ଘନଘନ ପ୍ରେସମିଟ୍…

ଆସନ୍ତାକାଲି କେଦାରନାଥ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଳିତ ମାସ ୫ ତାରିଖ (ଶୁକ୍ରବାର) କେଦାରନାଥ ଗସ୍ତ କରିବେ। ପ୍ରଧାନମନ୍ତ୍ରୀ ମୋଦୀ ଭଗବାନ କେଦାରନାଥଙ୍କୁ ପୂଜାର୍ଚ୍ଚନା କରିବାର କାର୍ଯ୍ୟକ୍ରମ ରହିଛି। ମୋଦୀଙ୍କ ଗସ୍ତ ପୂର୍ବରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀ ବୁଧବାର…

ଶୁକ୍ରବାର ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ନେବେ ଆଦିତ୍ୟ ମହାପାତ୍ର

କଟକ: ଓଡ଼ିଶା ଉଚ୍ଚ ନ୍ୟାୟାଳୟ ପାଇଁ ଆଉ ଜଣେ ବିଚାରପତିଙ୍କୁ ନିଯୁକ୍ତି ମିଳିଛି। ଆଇନଜୀବୀ ଆଦିତ୍ୟ କୁମାର ମହାପାତ୍ର ଉଚ୍ଚ ନ୍ୟାୟାଳୟର ବିଚାରପତି ଭାବେ ନିଯୁକ୍ତି ପାଇଛନ୍ତି। କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଷ୍ଟ୍ରପତିଙ୍କ ଅନୁମୋଦନ ଲାଭ ପରେ ଏ…

ଜୁନିଅର ବିଶ୍ୱକପ୍ ହକିର ଲାଇଭ ମ୍ୟାଚ୍ ପାଇଁ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ବିଏମସି ଲଗାଇବ ବଡ ସ୍କ୍ରିନ୍‌

ଭୁବନେଶ୍ବର : ଚଳିତମାସ ୨୪ତାରିଖରୁ ଡିସେମ୍ବର ୫ତାରିଖ ପର୍ଯ୍ୟନ୍ତ ରାଜଧାନୀର କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ କନିଷ୍ଠ ପୁରୁଷ ହକି ବିଶ୍ବକପ୍ ୨୦୨୧। ୧୨ଦିନ ଧରି ହେବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟରେ ସମୁଦାୟ ୪୮ଟି ମ୍ୟାଚ୍ ଖେଳାଯିବ। ମାତ୍ର କରୋନା ପାଇଁ ଏଥର ଦର୍ଶକଙ୍କୁ ଷ୍ଟାଡିୟମରେ…

କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲେ ପ୍ରିୟଙ୍କା

ନୂଆଦିଲ୍ଲୀ: କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ଉପରେ ଉତ୍ପାଦ ଶୁଳ୍କ  କମାଇବା ପରେ ରାଜନୀତି ଜୋର ଧରିଛି। କଂଗ୍ରେସର ନେତ୍ରୀ ପ୍ରିୟଙ୍କା ଗାନ୍ଧୀ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ”ଏହି ନିଷ୍ପତ୍ତି ସରକାରଙ୍କ ହୃଦୟରୁ ନୁହଁ ବରଂ ଡରରେ ନିଆଯାଇଛି”। ଆଗାମୀ ଦିନରେ…

୧୦ଦିନ ସ୍ଥଗିତ ରହିବ ବିଜେଡ଼ି ଆନ୍ଦୋଳନ

ଭୁବନେଶ୍ୱର: ଅହେତୁକ ଦରଦାମ ବୃଦ୍ଧିକୁ ନେଇ ସାରା ରାଜ୍ୟରେ ବିଜେଡି ପକ୍ଷରୁ କରାଯାଇଥିବା ଆନ୍ଦୋଳନକୁ ୧୦ଦିନ ଲାଗି ସ୍ଥଗିତ ରଖାଯିବ । ଆଜି ଏନେଇ ପ୍ରେସମିଟରେ ସୂଚନା ଦିଆଯାଇଛି । କାଲିଠୁ ହେବାକୁ ଥିବା ଆନ୍ଦୋଳନକୁ ସ୍ଥଗିତ ରଖିଲା ଦଳ । ଏଲପିଜି ଉପରେ ଦର ହ୍ରାସ କରିବାକୁ ମଧ୍ୟ ବିଜେଡି…

ଦୀପାବଳି ଅବସରରେ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ଆଜି ଆଲୋକର ପର୍ବ ଦୀପାବଳି। ଖୁସି ଏବଂ ଆନନ୍ଦର ପର୍ବ ଦୀପାବଳି। ଗାଁଠୁ ସହର ସବୁଠି ଉତ୍ସର ମାହୋଲ। ଘରେ ଦୀପ ଜାଳି ସବୁଜ ବାଣ ଫୁଟାଇ ଏହି ପର୍ବକୁ ପାଳନ କରନ୍ତୁ। ତେବେ ଦୀପାବଳି ଉପଲକ୍ଷେ ସମସ୍ତଙ୍କୁ ଶୁଭକାମନା ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ମନ୍ତ୍ରୀ ଧର୍ମେନ୍ଦ୍ର…

୭ ତାରିଖ ଯାଏଁ ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୪ ଦିନ ତଥା ୭ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି ଜିଲ୍ଲାର ଅଧିକାଂଶ ସ୍ଥାନରେ ବର୍ଷା ହେବ। ଏଥିସହ ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ନୂଆପଡ଼ାର…