ଅର୍ଚ୍ଚନା ନାଗଙ୍କୁ ନେଇ ପୁଣି ବଡ଼ ଖବର
ପୁଣି ଚର୍ଚ୍ଚାରେ ଅର୍ଚ୍ଚନା ନାଗ। ନାଗ ଦମ୍ପତିଙ୍କୁ ନେଇ ଆସିଛି ବଡ଼ ଖବର। ନାଗ ଦମ୍ପତି ଏବେ କୋର୍ଟରେ ଛାଡପତ୍ର ପାଇଁ ଆବେଦନ କରିଛନ୍ତି। ଶୁଣିଲେ ଆପଣଙ୍କୁ ତାଜୁବ ଲାଗୁଥାଇପାରେ। ହେଲେ ଏହା ସତ। Archana Nagଙ୍କୁ ଛାଡପତ୍ର ଦେବା ପାଇଁ କୋର୍ଟରେ ଆବେଦନ କରିଛନ୍ତି ସ୍ବାମୀ ଜଗବନ୍ଧୁ!-->…
