Odia News Portal

ବହିଷ୍କୃତ କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର: କମିଶନରେଟ ପୋଲିସର ବହିଷ୍କୃତ କନେଷ୍ଟବଳ ପ୍ରସନ୍ନ କୁମାର ବେହେରାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି । ଏକକାଳୀନ ୫ଟି ସ୍ଥାନରେ ଚଢାଉ ଚାଲିଛି । ୫ଟି ଭିଜିଲାନ୍ସ ଟିମ୍ ଚଢାଉରେ ନିୟୋଜିତ ଅଛନ୍ତି । ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ବହିଷ୍କୃତ କନେଷ୍ଟବଳଙ୍କ ବିରୋଧରେ ଚଢାଉ

ନଭେମ୍ବର ୨ରେ ସମ୍ବଲପୁର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତାମାସ ୨ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁର ଜିଲ୍ଲା ଗସ୍ତ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା-ବିଏସକେୱାଇ ଅନ୍ତର୍ଗତ

ଏହି ପାର୍ଥିବ ଜଗତରେ ଏକାନ୍ତ ପରିବେଶ ପାଇବା ସମ୍ଭବ କି?

ଭୁବନେଶ୍ୱର: ବହୁ ଆୟାସ କରି ସୁଦ୍ଧା ତମେ ଯଦି ଏକାନ୍ତ ପରିବେଶ ପାଉନାହଁ, ତେବେ ପ୍ରକୃତି, ବା ଇଶ୍ୱର ବା ସଦଗୁରୁ ତୁମକୁ ଅନ୍ୟମାନଙ୍କ ଗହଣରେ କୋଳାହଳପୂର୍ଣ୍ଣ ପରିବେଶ ମଧ୍ୟରେ ରଖିବାକୁ ଚାହାନ୍ତି, ଏହା ମାନି ନିଅ । ତମେ ତମର ପରିସ୍ଥିତି ସହିତ ଖାପଖୁଆଇ ଚଳିବାକୁ ଚେଷ୍ଟା କର । ଭ୍ରମଣ

ଖେଳରତ୍ନ ପାଇଁ ପ୍ରମୋଦ ଭଗତଙ୍କ ନାଁ ସୁପାରିସ୍

ନୂଆଦିଲ୍ଲୀ: ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିଥିବା ଓଡ଼ିଆ ପୁଅ ପ୍ରମୋଦ ଭଗତଙ୍କ ନାଁ ଖେଳରତ୍ନ ଲାଗି ସୁପାରିସ୍ । ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପାଇଁ ମନୋନୀତ ହେଲେ ୧୧ ଜଣ ଭାରତୀୟ ଖେଳାଳି । ବୁଧବାର ନ୍ୟାସନାଲ ସ୍ପୋଟର୍ସ ଆୱାର୍ଡ କମିଟି ଏହି ୧୧ ଜଣ ଖେଳାଳିଙ୍କ ନାଁ ଖେଳରତ୍ନ ପାଇଁ

ନଭେମ୍ବର ୧ରୁ ଖୋଲିବ ଶିମିଳିପାଳ

ଭୁବନେଶ୍ୱର: ନଭେମ୍ବର ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ । ବାରିପଦାର ପିଠାବଟା ଓ ଯଶୀପୁରର କାଳିଆମି ଗେଟ ପଟୁ ପ୍ରବେଶ ପାଇଁ ଅନୁମତି ମିଳିବ । ସକାଳ ୭ଟାରୁ ୯ଟା ମଧ୍ୟରେ ପର୍ଯ୍ୟଟକ ପ୍ରବେଶ କରିପାରିବେ । ରାତ୍ରି ରହଣି ଲାଗି କେବଳ ଅନଲାଇନରେ ବୁକିଂ କରିହେବ ।

ଆଜି ବି ଆର୍ୟନଙ୍କୁ ମିଳିଲାନି ଜାମିନ

ମୁମ୍ବାଇ: କ୍ରୁଜ ଡ୍ରଗ୍ସ ମାମଲାରେ ଅଭିନେତା ଶାହରୁଖ ଖାନଙ୍କ ପୁଅ ଆର୍ୟନଙ୍କ ଜାମିନ ଆବେଦନ ଉପରେ ମୁମ୍ବାଇ ହାଇକୋର୍ଟ ଶୁଣାଣି କରିଛନ୍ତି। ହାଇକୋର୍ଟରେ ଥିବା ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ଆର୍ୟନଙ୍କ ଜାମିନକୁ ବିରୋଧ କରି ଅନ୍ତର୍ଜାତୀୟ ଡ୍ରଗ୍ସ ସିଣ୍ଡିକେଟ ସହ ସମ୍ପର୍କ

ବଡ଼ଭାଇକୁ ହତ୍ୟା କଲା ସାନଭାଇ

ଟିଟିଲାଗଡ଼: ଭାଇ ହାତରେ ଗଲା ଭାଇର ଜୀବନ। ମୃତ ବାପାଙ୍କ ସରକାରୀ ଅନୁକମ୍ପା ମୂଳକ ରାଶିକୁ ନେଇ ବଡ଼ ଭାଇକୁ ହତ୍ୟା କଲା ସାନ ଭାଇ। ଝାରଦେବନ୍ଦର ଘଞ୍ଚ ଜଙ୍ଗଲ ଭିତରୁ ଏକ ଗଳିତ ମୃତଦେହ ଟିଟିଲାଗଡ଼ ପୁଲିସ ଉଦ୍ଧାର କରିବା ପରେ ସାମ୍ନାକୁ ଆସିଛି ପୁରା ଘଟଣା। ମୃତକ ଜଣକ ହେଲେ ସଞ୍ଜୟ ବେହେରା।

ଫିଲ୍ମ ‘ତଡପ୍‌’ର ଟ୍ରେଲର ରିଲିଜ

ନୂଆଦିଲ୍ଲୀ: ସୁନୀଲ ଶେଟ୍ଟୀଙ୍କ ପୁଅ ଅହାନ ଶେଟ୍ଟୀ ଡେବ୍ୟୁ ଫିଲ୍ମ 'ତଡପ'ର ଟ୍ରେଲର ରିଲିଜ ହୋଇଛି। ଅହାନଙ୍କ ସହ ଫିଲ୍ମରେ ତାରା ସୁତାରିଆ ପ୍ରମୁଖ ଭୂମିକାରେ ଅଭିନୟ କରିଛନ୍ତି। ଗତକାଲି ଫିଲ୍ମର ଟିଜର ରିଲିଜ ହୋଇଥିଲା। ଡିସେମ୍ବର ୩ରେ ଅହାନ୍ ଶେଟ୍ଟୀ ଏବଂ ତାରା ସୁତାରିଆଙ୍କ ଅଭିନୀତ ଫିଲ୍ମ

ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଆପଣାନ୍ତୁ ଏହି ଉପାୟ

ରୂପି ସମସ୍ୟାରୁ ସମ୍ପୂର୍ଣ୍ଣ ଭାବେ ମୁକ୍ତି ପାଇବା ପାଇଁ କିଛି ସହଜ ଘରୋଇ ଉପାୟ ପ୍ରତି ନିଶ୍ଚୟ ଧ୍ୟାନ ଦିଅନ୍ତୁ– ନିୟମିତ କେଶକୁ ୨ ରୁ ୩ଥର କୁଣ୍ଡାନ୍ତୁ। ଏପରି କରିବା ଦ୍ୱାରା ରକ୍ତ ସଞ୍ଚାଳନ ସଠିକ ଭାବେ ହୋଇଥାଏ।– ଟମାଟୋ ରସରେ ମୁଲତାନୀ ମାଟି ମିଶାଇ ଏକ ମିଶ୍ରଣ ପ୍ରସ୍ତୁତ କରନ୍ତୁ।

ଶଙ୍କର ମହାଦେବନଙ୍କ ଗୀତକୁ କୋରିଓଗ୍ରାଫି କଲେ ହ୍ରିତିକ ରୋଶନ

ନୂଆଦିଲ୍ଲୀ : ସଙ୍ଗୀତକାର ତଥା କଣ୍ଠଶିଳ୍ପୀ ଶଙ୍କର ମହାଦେବନଙ୍କ ଦ୍ୱାରା କମ୍ପଜ କରାଯାଇଥିବା ଗୀତ ‘ଏଂଥମ ଅଫ୍ ଦି ସିଜନ’ ରେ ପୁଣି ଥରେ ଧମାଲ ମଚାଇବେ ବଲିଉଡର ହ୍ୟାଣ୍ଡସମ ହଙ୍କ ହ୍ରିତିକ ରୋଶନ । ଦୀପାବଳୀ ଅବସରରେ ବଡ ଧମାକା କରିବ ଶଙ୍କର ମହାଦେବନ ଓ ହ୍ରିତିକଙ୍କ ଯୋଡୀ । ସବୁଠାରୁ