ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧,୯୦୩ ଜଣ ନୂଆ କରୋନା ରୋଗୀଙ୍କୁ ଚିହ୍ନଟ କରାଯାଇଛି । ସେହିଭଳି ଦିନକ ମଧ୍ୟରେ ୧୪,୧୫୯ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ୩,୩୬,୯୭,୭୪୦ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଦେଶରେ ଦୈନିକ ସଂକ୍ରମଣ ୧.୧୧% ଓ ସାପ୍ତାହିକ ସଂକ୍ରମଣ!-->…
