ଭୁବନେଶ୍ୱରରୁ ଜୟପୁର ଏବଂ ରାଜସ୍ଥାନକୁ ଉଡିବ ବିମାନ
ଭୁବନେଶ୍ୱର ଏବଂ ଜୟପୁର ମଧ୍ୟରେ ସିଧାସଳଖ ବିମାନ ଉଡ଼ାଣ ଆରମ୍ଭ । ଏବେ ଆପଣ ଭୁବନେଶ୍ୱରରୁ ସିଧାସଳଖ ଭାବରେ ରାଜସ୍ଥାନର ରାଜଧାନୀ ଜୟପୁରକୁ ଯାତ୍ରା କରିପାରିବେ । ଭୁବନେଶ୍ବରରେ ଏବେ ୧୧ଲକ୍ଷ ରାଜସ୍ଥାନବାସୀ ରହୁଥିବା ବେଳେ ସେମାନଙ୍କୁ ଜୟପୁର ଯିବା ପାଇଁ ଏବେ କୌଣସି ସମସ୍ୟା ହେବ ନାହିଁ ।!-->…
