Odia News Portal

ରାଜ୍ୟରେ କୋଟିଏ ଛୁଇଁଲା ଡବଲ ଡୋଜ୍ ଟିକାକରଣ

ଭୁବନେଶ୍ୱର: କରୋନା ସ୍ଥିତି ଏବେ ରାଜ୍ୟରେ ଭଲ ରହିଥିବା ବେଳେ ଟିକାକରଣ ଜାରି ରହିଛି । ଏହାରି ମଧ୍ୟରେ ରାଜ୍ୟରେ ୧ କୋଟି ଲୋକ ଟିକାର ଦୁଇଟି ଯାକ ଡୋଜ୍ ନେଇ ସାରିଥିବା ଜଣାପଡ଼ିଛି । ଆଜି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ବିଧାୟକ ମୋହନ ମାଝୀଙ୍କ ଗାଡ଼ିକୁ ବୋମା ମାଡ଼ ଘଟଣା, ମୁଖ୍ୟ ଅଭିଯୁକ୍ତ ଗିରଫ

କେନ୍ଦୁଝର: ବିଧାୟକ ମୋହନ ମାଝୀଙ୍କ ଗାଡ଼ି ଉପରକୁ ବୋମାମାଡ଼ ଘଟଣା । ମୁଖ୍ୟ ଅଭିଯୁକ୍ତ ରଘୁନାଥ ପଣ୍ଡା ଗିରଫ । ରଘୁନାଥଙ୍କୁ ପଣ୍ଡାପାଲି ଅଞ୍ଚଳରୁ ଗିରଫ କରିଛି ପୋଲିସ । ରଘୁନାଥ ଗିରଫ ପରେ ମୋଟ ଗିରଫଦାରୀ ସଂଖ୍ୟା ୬କୁ ବୃଦ୍ଧି ପାଇଛି । ପୂର୍ବରୁ ଅନ୍ୟତମ ଅଭିଯୁକ୍ତ ପ୍ରତାପ ରାଉତ,

ସ୍ତ୍ରୀକୁ ହାଣିଦେଲା ସ୍ୱାମୀ

ଜଗତସିଂହପୁର: ଜଗତସିଂହପୁର ଜିଲା ଧନୁଅରବେଲାରୀ ଗାଁରେ ଅଘଟଣ । ସ୍ୱାମୀର କଟୁରି ଚୋଟରେ ସ୍ତ୍ରୀ ଗୁରୁତର । ଗୁରୁତର ଅବସ୍ଥାରେ ସ୍ତ୍ରୀ ସାବିତ୍ରୀ ବେହେରା ପ୍ରଥମେ ବାଲିକୁଦା ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ତେବେ ଅବସ୍ଥା ସଙ୍କଟାପନ୍ନ ହେବାରୁ କଟକ ସ୍ଥାନାନ୍ତର କରାଯାଇଛି । 

ଆତ୍ମଘୋଷିତ ଧର୍ମଗୁରୁ ଗୁରମିତ ରାମ ରହିମଙ୍କୁ ଆଜୀବନ କାରାଦଣ୍ଡ

ଚଣ୍ଡିଗଡ : ବହୁ ଚର୍ଚ୍ଚିତ ରଞ୍ଜିତ ସିଂହ ହତ୍ୟା ମାମଲାରେ ସିବିଆଇର ସ୍ଵତନ୍ତ୍ର ଅଦାଲତ ସୋମବାର ଡେରା ସଚ୍ଚା ସୌଦାର ପ୍ରମୁଖ ଗୁରମିତ ରାମ ରହିମଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ରାମ ରହିମଙ୍କ ସହ ଅନ୍ୟ ୪ ସହଯୋଗୀଙ୍କୁ ମଧ୍ୟ ସମାନ ଦଣ୍ଡରେ ଦଣ୍ଡିତ କରିଛନ୍ତି କୋର୍ଟ। କେବଳ

ଜାଣନ୍ତୁ କେଉଁ ସମୟରେ ଫଳ ଖାଇବା ଉଚିତ୍?

ଭୁବନେଶ୍ୱର: ସାଧାରଣତଃ ଫଳ ଖାଇବାକୁ ଅନେକ ଲୋକ ପସନ୍ଦ କରିଥାନ୍ତି । କେବଳ ସ୍ୱାଦ ପାଇଁ ତାହା ନୁହେଁ ବରଂ ଏହା ସ୍ୱାସ୍ଥ୍ୟ ପାଇଁ ମଧ୍ୟ ଖୁବ୍ ଉପଯୋଗୀ । କିଛି ଲୋକ ଖାଦ୍ୟ ଖାଇବା ପୂର୍ବରୁ ଫଳ ସେବନ କରୁଥିବା ବେଳେ ଆଉ କିଛି ଲୋକ ଖାଦ୍ୟ ଖାଇବା ପରେ ସେବନ କରିଥାନ୍ତି । କିନ୍ତୁ ଫଳ କିଭଳି

ଟି ୨୦ ବିଶ୍ୱକପ, ଆଜି ଭାରତ-ଇଂଲଣ୍ଡ ଅଭ୍ୟାସ ମ୍ୟାଚ

ଆଜି ଭାରତ-ଇଂଲଣ୍ଡ ଅଭ୍ୟାସ ମ୍ୟାଚ । ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ନିଜ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଭାରତ ୨ଟି ଅଭ୍ୟାସ ମ୍ୟାଚ୍‌ ଖେଳିବ । ଏହି ମ୍ୟାଚ୍‌ ଜରିଆରେ ଭାରତ ଶ୍ରେଷ୍ଠ ଏକାଦଶ ପ୍ରସ୍ତୁତ କରିବାକୁ ପ୍ରୟାସ କରିବ । ଇଂଲଣ୍ଡ ବିପକ୍ଷ ଏହି ଅଭ୍ୟାସ ମ୍ୟାଚରେ ଉଭୟ କେ

ଏନସିବିକୁ ଏହି ପ୍ରତିଶ୍ରୁତି ଦେଲେ ଆର୍ୟନ

ମୁମ୍ବାଇ: କ୍ରୁଜ୍ ଡ୍ରଗ୍ସ ପାର୍ଟି ମାମଲାରେ ଗିରଫ ହୋଇଥିବା ଶାହାରୁଖ ଖାନଙ୍କ ପୁଅ ଆର୍ଯ୍ୟନ୍ ଖାନ ଏନସିବି ହେପାଜତ ସମୟରେ ପରାମର୍ଶ ଦିଆଯାଇଛି। ଡ୍ରଗ୍ସରୁ ମୁକ୍ତି ପାଇବାକୁ ତାଙ୍କୁ ପରାମର୍ଶ ଦିଆଯାଇଛି। ଜୋନାଲ ନିର୍ଦ୍ଦେଶକ ସମୀର ୱାନଖେଡେଙ୍କ ଦ୍ୱାରା ଆର୍ଯ୍ୟନ୍ ଖାନଙ୍କୁ ପରାମର୍ଶ

ସ୍କୁଲ ଖୋଲିବା ନେଇ ଆସିଲା ଗାଇଡଲାଇନ୍, ଜାଣନ୍ତୁ କଣ ରହିଛି ନିୟମ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶମତେ , ରାଜ୍ୟରେ ଥିବା ସମସ୍ତ ସରକାରୀ , ବେସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସମସ୍ତ ଓଡ଼ିଆ ଓ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ଏକାଦଶ ଓ ଅଷ୍ଟମଶ୍ରେଣୀ ଯଥାକ୍ରମେ ତା ୨ ୧.୧୦.୨୦ ୨୧ରିଖ ଓ ୨୫.୧୦.୨୦୨୧ରିଖ ଠାରୁ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି ।

ଏହିସବୁ ଜିଲ୍ଲାରେ ପ୍ରବଳ କୁଟିବ

ଭୁବନେଶ୍ୱର: ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ  ଜାରି କରିଛି । ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ସୁନ୍ଦରଗଡ, କେନ୍ଦୁଝର, ଦେବଗଡ, ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ଘଡଘଡି ଓ ବଜ୍ରପାତ ନେଇ ୧୭ ଜିଲ୍ଲାକୁ ସତର୍କ ସୂଚନା

ଆର.କେ ଶର୍ମାଙ୍କୁ ମିଳିଲା ଦୁଇଟି ଗୁରୁ ଦାୟିତ୍ୱ

ଭୁବନେଶ୍ୱର: ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ରାଜ କୁମାର ଶର୍ମାଙ୍କୁ ମିଳିଲା ନୂଆ ଦାୟିତ୍ୱ । ଆଇଏଏସ୍ ପ୍ରଦୀପ ମହାପାତ୍ରଙ୍କ ବଦଳିପରେ ଖାଲି ପଡ଼ିଥିବା ସ୍ୱାସ୍ଥ୍ୟ ସଚିବ ଦାୟିତ୍ୱ ଏବେ ସମ୍ଭାଳିବେ ଆଇଏଏସ୍ ରାଜ କୁମାର ଶର୍ମା । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ