ପିପିଲି ଜନାଦେଶ: ତୃତୀୟ ରାଉଣ୍ଡ ଶେଷ ସୁଦ୍ଧା ଆଗରେ ବିଜେଡି
ଭୁବନେଶ୍ୱର: ପିପିଲି ଉପନିର୍ବାଚନରେ ଆଜି ଚାଲିଛି ଭୋଟ ଗଣତି । ବିଜେପି ଏବଂ ବିଜେଡି ମଧ୍ୟରେ ଚାଲିଛି କଡା ଟକ୍କର । ତେବେ ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଆଗରେ ରହିଛି ବିଜେଡି । ୩ୟ ରାଉଣ୍ଡ ଶେଷ ସୁଦ୍ଧା ୫ହଜାର ୪୪ ଭୋଟରେ ଆଗରେ ରହିଛନ୍ତି ରୁଦ୍ର । ତେବେ ୩ୟ ଶେଷ ସୁଦ୍ଧା ବିଜେଡି!-->…
