Odia News Portal

ଦାମ୍ପତ୍ୟ ଜୀବନରେ ସୁଖି ରହିବା ଲାଗି ଆପଣାନ୍ତୁ ଏହି ଉପାୟ

ଦାମ୍ପତ୍ୟ ଜୀବନ ସୁଖମୟ କରିବା ପାଇଁ କିଛି ଉପାୟ ରହିଛି। ସେହି ଉପାୟ ଗୁଡିକ ମାନିବା ଦ୍ବାରା ବୈବାହିକ ଜୀବନ ସୁଖମୟ ହୋଇଥାଏ। ତେବେ ଆସନ୍ତୁ ଜାଣିବା, ସେହି ଉପାୟ ସମ୍ବନ୍ଧରେ ..ଶୁକ୍ରବାର ଦିନ ସ୍ବାମୀ-ସ୍ତ୍ରୀ ଏକାସହ ଫୁଲ କିଣି ଯେକୌଣସି ସ୍ଥାନକୁ ବୁଲିବାକୁ ଯିବା ଉଚିତ୍। କେବଳ

ମୋଦି ସରକାରଙ୍କୁ ଟାର୍ଗେଟ କରି ଏଭଳି ମନ୍ତବ୍ୟ ଦେଲେ ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ନିର୍ବାଚନ ପୂର୍ବରୁ ପ୍ରିୟଙ୍କା ଗାନ୍ଧୀ ବେଶ ସକ୍ରିୟ ହୋଇଛନ୍ତି । କେନ୍ଦ୍ର ସରକାରଙ୍କୁ ବାରମ୍ବାର ଟାର୍ଗେଟ କରିବା ସହ ବିଭିନ୍ନ ପ୍ରସଙ୍ଗ ନେଇ ସେ ଘେରଉଥିବା ଦେଖିବାକୁ ମିଳିଛି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ନେଇ କଂଗ୍ରେସ ନେତ୍ରୀ ପ୍ରିୟଙ୍କା

ରଜନୀକାନ୍ତଙ୍କୁ ମିଳିବ ଦାଦା ସାହେବ ଫାଲକେ ଆୱାର୍ଡ

ମୁମ୍ବାଇ: ସାଉଥ ସୁପରଷ୍ଟାର ରଜନୀକାନ୍ତ ଆଜି ଚେନ୍ନାଇରେ ତାଙ୍କ ଘର ବାହାରେ ଗଣମାଧ୍ୟମକୁ ଭେଟିଛନ୍ତି । ସେ ସମ୍ମାନଜନକ ଦାଦାସାହେବ ଫାଲକେ ପୁରସ୍କାର ଜିତିବା ବିଷୟରେ ସାମ୍ବାଦିକମାନଙ୍କ ସହ କଥା ହୋଇଛନ୍ତି। ସୁପରଷ୍ଟାର ରଜନୀକାନ୍ତ କହିଛନ୍ତି ଯେ ସେ ଏହି ସମ୍ମାନଜନକ ପୁରସ୍କାର ପାଇବାକୁ

ରାୟପୁରରେ ଅଛନ୍ତିକି ଦିବ୍ୟଶଙ୍କର, ଖୁବଶୀଘ୍ର ହୋଇପାରନ୍ତି ଜେରା

ଭୁବନେଶ୍ୱର: ମମିତା ହତ୍ୟା ଘଟଣାକୁ ନେଇ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଇସ୍ତଫା ଦାବି କରିବା ସହ ରାଜ୍ୟ ରାଜନୀତି ହୁଲସ୍ତୁଲ ହେଉଛି । ବିରୋଧୀମାନେ ଘନଘନ ପ୍ରେସମିଟ୍ କରି ମନ୍ତ୍ରୀଙ୍କ ଇସ୍ତଫା ଦାବି କରିବା ସହ ନିରପେକ୍ଷ ତଦନ୍ତ ଦାବି କରୁଛନ୍ତି । ତେବେ ଖୁବଶୀଘ୍ର ମନ୍ତ୍ରୀଙ୍କୁ ଜେରା କରିପାରେ

ରାଜଧାନୀରେ ଟମାଟୋ କିଲୋ ୮୦ ଟଙ୍କା

ଭୁବନେଶ୍ୱର: କାର୍ତ୍ତିକ ମାସ ଆରମ୍ଭରୁ ପରିବାର ଦର ଆକାଶ ଛୁଅାଁ ହୋଇଛି । ଟମାଟୋ କିଲୋ ପ୍ରତି ଏବେ ୮୦ ଟଙ୍କା ଉପରେ ରହିଛି । ରାଜଧାନୀର ଖୁଚୁରା ବଜାରରେ ଟମାଟୋ କିଲୋଗ୍ରାମ ପିଛା ୮୦ ଟଙ୍କା ମୂଲ୍ୟରେ ବିକ୍ରି ହେଉଛି। ସୂଚନାନୁସାରେ, ଦେଶରେ ଦୀର୍ଘ ଦିନର ମୌସୁମୀ ବର୍ଷା ଯୋଗୁଁ ଟମାଟୋ ଫସଲ

ଅନନ୍ୟାଙ୍କ ହାତରୁ ଗଲା ବଡ଼ ପ୍ରୋଜେକ୍ଟର ଅଫର

ମୁମ୍ବାଇ: ଗତ ଶୁକ୍ରବାର ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କ ଘରେ ଚଢାଉ କରିଥିଲା ଏନ୍‌ସିବି । ଜବତ ହୋଇଥିଲା ଅନନ୍ୟାଙ୍କ ଲାପ୍‌ଟପ୍‌, ମୋବାଇଲ ଓ ଦୀର୍ଘ ୪ ଘଣ୍ଟା ଧରି ଚାଲିଥିଲା ପଚରାଉଚରା । ଶେଷରେ ଆର୍ଯ୍ୟନଙ୍କୁ ଅନନ୍ୟା ଗଂଜେଇ ଯୋଗାଇଥିବା ନେଇ ସ୍ୱୀକାର କରିବା ସହ ପ୍ରମାଣ ମଧ୍ୟ ହସ୍ତଗତ

ଜାଣନ୍ତୁ ଆଜି ‘ମନ କି ବାତ’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ କଣ ସମ୍ବୋଧନ କଲେ ମୋଦି

ନୂଆଦିଲ୍ଲୀ: ‘ମନ୍‌ କି ବାତ୍‌’ର ୮୨ତମ୍ ସଂସ୍କରଣ ଅବସରରେ ମହିଳା ପୋଲିସ କର୍ମଚାରୀଙ୍କ ଯୋଗଦାନ ସମ୍ପର୍କରେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।ମହିଳା ପୋଲିସ କର୍ମଚାରୀମାନେ ଭାରତର ଲକ୍ଷ ଲକ୍ଷ ଝିଅମାନଙ୍କର ଆଦର୍ଶ ପାଲଟୁଥିବା କହିଛନ୍ତି ପ୍ରଧାନମନ୍ତ୍ରୀ । ୨୦୧୪ ବେଳକୁ

ସିନିଅର ମହିଳା ହକିର କ୍ୱାର୍ଟର ଫାଇନାଲରେ ଓଡିଶା

ଝାନ୍‌ସୀ: ଝାନସୀରେ ଚାଲିଥିବା ସିନିଅର ମହିଳା ହକି ପ୍ରତିଯୋଗିତାରେ ଓଡିଶାର ବିଜୟଧାରା ଜାରି ରହିଛି । ପ୍ରତିଯୋଗିତାରେ ଓଡିଶା ଦଳ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି । ଛତିଶଗଡକୁ ୩-୦ ଗୋଲରେ ହରାଇବା ସହ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି ଅସ୍ମିତା ବାର୍ଲାଙ୍କ ନେତୃତ୍ୱାଧୀନ ଓଡିଶା

ନବୀନ ବାବୁଙ୍କ ହାତ ମୁଠାକୁ ଆମେ ଟାଣ କରିବୁ: ପ୍ରଦୀପ ମାଝୀ

କୋରାପୁଟ: ବିଜେଡିରେ ଯୋଗଦେବେ ପ୍ରଦୀପ ମାଝୀ । ଆଜି ପ୍ରେମସମିଟରେ ଏଭଳି ସୂଚନା ଦେଇଛନ୍ତି ପ୍ରଦୀପ । ଶକ୍ତି ପ୍ରଦର୍ଶନ କରିବା ସହ ତାଙ୍କ ସମର୍ଥକଙ୍କ ସହ ବିଜେଡିରେ ସାମିଲ ହେବେ । ଅବିଭକ୍ତ କୋରାପୁଟ ଜିଲ୍ଲାର ଉନ୍ନତି ଲାଗି ସେ ବିଜେଡିରେ ସାମିଲ ହେବେ । ପ୍ରେସମିଟ ମାଧ୍ୟମରେ ସେ

ଜାତିସଂଘ ପ୍ରତିଷ୍ଠା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର: ଆଜି ହେଉଛି ଜାତିସଂଘ ପ୍ରତିଷ୍ଠା ଦିବସ । ଏହି ଅବସରରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ପଟ୍ଟନାୟକ । ଆନ୍ତର୍ଜାତିକ ସହଯୋଗ ଦୃଢ କରିବା ସବ ସମସ୍ତଙ୍କ ପାଇଁ ଏକ ଶାନ୍ତିପୂର୍ଣ୍ଣ ଓ ସମୃଦ୍ଧ ଭବିଷ୍ୟତ ପାଇଁ ମିଳିମିଶି କାମ କରିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ୧୯୪୫