କୋହଳ ହେଲା ବିଏମସି କଟକଣା, ଜାଣନ୍ତୁ କଣ ଆସିଲା ନୂଆ ନିୟମ
ଭୁବନେଶ୍ବର: ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଚଳିତ ମାସ ପ୍ରଥମ ସପ୍ତାହରେ ଲାଗୁ କରାଯାଇଥିବା କୋଭିଡ କଟକଣାରେ କୋହଳ କରାଯାଇଛି। କଟକଣା କୋହଳ ହୋଇଥିବାରୁ ଏଣିକି ବାହାଘର, ବ୍ରତଘର ଓ ଶୁଦ୍ଧିକ୍ରିୟାରେ ୨୫୦ ଲୋକ ଯୋଗ ଦେଇପାରିବେ। ନଭେମ୍ବର ୧ ତାରିଖ ଠାରୁ ନୂଆ ଗାଇଡଲାଇନ ଲାଗୁ ହେବ।!-->…
