କକ୍ରେନ୍ ଇଣ୍ଡିଆ ନେଟୱାର୍କ ସହ ଯୋଡି ହେଲା ସୋଆ
ଭୁବନେଶ୍ୱର: ଭାରତରେ କକ୍ରେନ୍ ଇଣ୍ଡିଆ ନେଟୱାର୍କ (ସିଆଇଏନ୍)କାର୍ଯ୍ୟକାରୀ ହେବା ସହିତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନ୍ସେସ୍ (ଆଇଡିଏସ୍) ଏଥିରେ ଏକ ଆଫିଲିଏଟ୍ ସେଂଟର୍ ଭାବେ ଯୋଡି ହୋଇଛି । ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଅଧିକ ତଥ୍ୟ ପ୍ରଦାନ!-->…
