ହ୍ୱାଟ୍ସଆପ ଚାଟ ଖୋଲିବ ଆର୍ୟନଙ୍କ ଗୁମର
ମୁମ୍ବାଇ: ବଢ଼ୁଛି ବଲିଉଡ ସୁପରଷ୍ଟାର ଶାହାରୁଖ ଖାନଙ୍କ ପୁଅ ଆର୍ୟନଙ୍କ ମାମଲା । ବାରମ୍ବାର ଶୁଣାଣି ହେବା ପରେ ମଧ୍ୟ ଆର୍ୟନଙ୍କୁ ମିଳିନି ବେଲ । ଡ୍ରଗ୍ସ ମାମଲାରେ ଛନ୍ଦି ହୋଇଥିବା ଏହି ଷ୍ଟାର କିଟଙ୍କ ବିବାଦ ଦିନକୁ ଦିନ ନୂଆ ରୂପ ନେବାରେ ଲାଗିଛି । ଏନସିବି ଜୋନାଲ ନିର୍ଦ୍ଦେଶକ ସମୀର!-->…
