Odia News Portal

ମମିତା ହତ୍ୟାକାଣ୍ଡର ‘ଡେମୋ’ ଦେଖାଇଲା ଗୋବିନ୍ଦ

ବଲାଙ୍ଗୀର: ମମିତାଙ୍କୁ ଯେଭଳି ଭାବେ ହତ୍ୟା କରିଥିଲେ ତା’ର ‘ଡେମୋ’ ଗତ ରାତି ପାହାନ୍ତା ପ୍ରାୟ ୪ଟା ବେଳେ ଗୋବିନ୍ଦ ସାହୁ ମହାଲିଙ୍ଗ ଷ୍ଟାଡିୟମ୍‌ରେ ପୁଲିସ ଆଗରେ ପ୍ରଦର୍ଶନ କରିଥିଲେ। ଅପରାଧ ସ୍ଥଳରେ ଅପରାଧିକ ଘଟଣାର ପୁନଃସଂରଚନା ନିମନ୍ତେ ପୁଲିସ ତାଙ୍କୁ ମହାଲିଙ୍ଗ ଷ୍ଟାଡିୟମ୍‌କୁ

ରାଧେ ଘରୁ ମିଳିଲା ମହିଳା ଡ୍ରେସ୍ ଓ ମୋବାଇଲ୍

ବଲାଙ୍ଗିର : ମହାଲିଙ୍ଗ ସନସାଇନ୍ ପବ୍ଲିକ୍ ସ୍କୁଲ ଶିକ୍ଷୟତ୍ରୀ ମମିତା ହତ୍ୟା ମାମଲାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମନାକୁ ଆସୁଛି । ଏହି ପରିପ୍ରେକ୍ଷୀରେ ଆଜି ଅଭିଯୁକ୍ତ ଗୋବିନ୍ଦର ସହଯୋଗୀ ରାଧେ ଘରୁ ଗୁରୁତ୍ୱପୂର୍ଣ୍ଣ ସୁରାକ ମିଳିଛି । ଯାହାର ଏହି ମାମଲା ସହିତ ସିଧାସଳଖ ଲିଙ୍କ ଥିବା

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ୪୬୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଦିନକରେ ୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୨୭୨ ଓ ସ୍ଥାନୀୟ ସଂକ୍ରମିତ ୧୯୫ ଜଣ ରହିଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ

ଆଜି ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାରିପଦାରେ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲା ପାଇଁ ସ୍ମାର୍ଟ ହେଲ୍ଥ କାର୍ଡ ବଂଟନର ଶୁଭାରମ୍ଭ କରିବେ । ଏହାଛଡା ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦଘାଟନ ସହ

କଂଗ୍ରେସ ଛାଡ଼ିଲେ ପ୍ରଦୀପ ମାଝୀ, ଜାଣନ୍ତୁ କାହିଁକି ଇସ୍ତଫା ଦେଲେ

ଭୁବନେଶ୍ୱର: ଦୀର୍ଘଦିନ ହେବ ଯେଉଁ ଚର୍ଚ୍ଚା ହେଉଥିଲା ଆଜି ଶେଷରେ ତାହା ସତ ହୋଇଛି । କଂଗ୍ରେସର ଟାଣୁଆ ନେତା ପ୍ରଦୀପ ମାଝୀ ଶେଷରେ ଦଳ ଛାଡ଼ିଛନ୍ତି । ପୂର୍ବତନ ସାଂସଦ ପ୍ରଦୀପ ମାଝୀ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ସୂଚନା ମିଳିଛି । ସେ ଦଳରୁ ଇସ୍ତଫା ଦେବେ ବୋଲି ବେଶ୍

ଓଡ଼ିଆ ପରେ ହିନ୍ଦୀରେ ଧମାଲ ମଚାଇବ ‘ଆଇଗିରି ନନ୍ଦିନୀ’

ଭୁବନେଶ୍ୱର : ଆଇଗିରି ନନ୍ଦିନୀ ମା ଦୁର୍ଗାଙ୍କ ନିମନ୍ତେ ରଚନା କରାଯାଇଥିବା ଗୀତଟି ଦର୍ଶକଙ୍କ ହୃଦୟକୁ ବେଶ ଛୁଇଁଛି । ସମସ୍ତଙ୍କ ମନରେ ଏହା ସବୁଦିନ ଲାଗି ଛାପ ହୋଇ ରହିଯିବ । ବିଶ୍ୱ ମହିଳା ଦିବସରେ ମୁକ୍ତିଲାଭ କରିଥିବା ଏହି ସଙ୍ଗୀତ ଭିଡିଓଟି ସସ୍କୃତି ସମ୍ପନ୍ନକ୍ଲାସିକରେ ପରିଣତ ହୋଇଛି

ଉତ୍ତରାଖଣ୍ଡ ଜଳ ପ୍ରଳୟ, ମୃତ୍ୟୁ ସଂଖ୍ୟା ୬୪କୁ ବୃଦ୍ଧି

ଉତ୍ତରାଖଣ୍ଡ : ଭୟଙ୍କର ବନ୍ୟାରେ ଉତ୍ତରାଖଣ୍ଡର ସ୍ଥିତି ବେହାଲ ହୋଇପଡ଼ିଛି। ପ୍ରଳୟଙ୍କାରୀ ବନ୍ୟା ଯୋଗୁଁ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ବନ୍ୟାରେ ମୃତ୍ୟୁ ସଂଖ୍ୟା ୬୪ରେ ପହଁଚିଲାଣି । ଏବେବି ଅନେକ ନିଖୋଜ ଅଛନ୍ତି । ସେମାନଙ୍କୁ ଖୋଜା ଚାଲିଛିା ସେପଟେ କେନ୍ଦ୍ରଗୃହ ମନ୍ତ୍ରୀ ଅମିତ

ପୁଅ ଏବଂ ଝିଅଙ୍କ ମଧ୍ୟରୁ କିଏ ଅଧିକ ମିଛ କୁହନ୍ତି, ଜାଣନ୍ତୁ ଏହି ରିପୋର୍ଟରେ

ଭୁବନେଶ୍ୱର: ମିଛ କହିବାକୁ ନେଇ ଆମ ସମାଜରେ ଅନେକ କଥା ଶୁଣିବାକୁ ମିଳେ । ମିଛକୁ ନେଇ ଅନେକ ଲୋକବାଣୀ ମଧ୍ୟ ରହିଛି । କେହି କେହି ତ ମିଛ କହିବା ଦ୍ୱାରା ପାପ ଲାଗିଥାଏ ବୋଲି ମଧ୍ୟ କୁହନ୍ତି ।କିନ୍ତୁ କଣ ଆପଣ ଜାଣନ୍ତି କି ମହିଳା ମାନଙ୍କ ତୁଳନାରେ ପୁରୁଷ ମାନେ ଅଧିକ ମିଛ କହିଥାନ୍ତି । ଏହା

ସ୍ୱାସ୍ଥ୍ୟକର୍ମୀଙ୍କ ପରିଶ୍ରମ ଓ ନିଷ୍ଠାକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭାରତରେ ୧୦୦ କୋଟି କୋଭିଡ ଟିକାକରଣ ହୋଇଛି । ଏଭଳି ଗୁୁରୁତ୍ୱପୂର୍ଣ୍ଣ ମାଇଲଖୁଂଟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ସ୍ୱାସ୍ଥ୍ୟକର୍ମୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ମୂଲ୍ୟବାନ ଜୀବନ ବଂଚାଇବା ସହ ଟିକାକରଣ ପ୍ରକ୍ରିୟା ନିଶ୍ଚିତ କରିବା ପାଇଁ ଦେଶର

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩% ବଢ଼ିଲା

ନୂଆଦିଲ୍ଲୀ: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ଦୀପାବଳି ଭେଟି ମିଳିଛି । ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ତିନି ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି ନିଷ୍ପତ୍ତିକୁ ଆଜି କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ଏଥିସହ କେନ୍ଦ୍ର କର୍ମଚାରୀଙ୍କ ମୋଟ ମହଙ୍ଗା ଭତ୍ତା