ନଜର ପକାନ୍ତୁ ଆଜି ରାଜ୍ୟର କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ
ଭୁବନେଶ୍ୱର: ରାଜ୍ୟରେ କୋରୋନାର ଦୈନିକ ସଂକ୍ରମଣ ଉପର-ତଳ ହେଉଛି । ୪ ଶହରୁ କମ୍ ରହିବା ପରେ ଗତ ୨୪ ଘଣ୍ଟାରେ ପୁଣି ବଢିଛି ସଂକ୍ରମଣ । ଚିହ୍ନଟ ହୋଇଛନ୍ତି ଆଉ ୪୪୩ ନୂଆ ଆକ୍ରାନ୍ତ । ନୂଆ ଚିହ୍ନଟ ପଜିଟିଭଙ୍କ ମଧ୍ୟରେ ଅଛନ୍ତି ୭୫ ଜଣ ଶିଶୁ ଓ କିଶୋର । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୩!-->…
