ରାହୁଲ ପୁଣି ଥରେ ଅଧ୍ୟକ୍ଷ ହେବାକୁ ସିଡବ୍ଲୁସି ବୈଠକରେ ଉଠିଲା ଦାବି
ନୂଆଦିଲ୍ଲୀ : ରାହୁଲ ଗାନ୍ଧୀଙ୍କୁ ପୁଣିଥରେ ଦଳର ଅଧ୍ୟକ୍ଷ କରିବାକୁ ଦଳର ନେତା ଓ କର୍ମୀମାନେ ଦାବି କରିଛନ୍ତି । କଂଗ୍ରେସ ୱାର୍କିଂ କମିଟି ବୈଠକରେ ଏହି ଦାବି କରାଯାଇଛି । ହେଲେ ଏହାକୁ ନେଇ ରାହୁଲ କହିଛନ୍ତି ସେ ଏହା ଉପରେ ବିଚାର କରିବେ । ରାହୁଲ ଆହୁରି ମଧ୍ୟ କହିଛନ୍ତି କେତେଜଣ ନେତା!-->…
