ପିପିଲି ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି
ପିପିଲି ଉପନିର୍ବାଚନ ପାଇଁ ନିର୍ବାଚନ ଆୟୋଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ସେପ୍ଟେମ୍ବର ୪ରୁ ନିର୍ବାଚନ ପ୍ରକ୍ରିୟା ଶେଷ ହେବା ପର୍ଯ୍ୟନ୍ତ ସମସ୍ତ ରାଜନୈତିକ ଦଳ, ନିର୍ବାଚନରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀ ଓ ସମଗ୍ର ପୁରୀ ଜିଲ୍ଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି ବୋଲି!-->…
