୨୬ରେ ଆଉ ଏକ ଘୂର୍ଣ୍ଣିବଳୟ
ଭୁବନେଶ୍ୱର: ଆସନ୍ତା ୨୬ରେ ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୮ ତାରିଖରେ ଉତ୍ତର!-->…
