ଘନ କେଶ ଲାଗି ଆପଣାନ୍ତୁ ଏହି ଘରୋଇ ଉପଚାର
ଭୁବନେଶ୍ୱର: ସୁସ୍ଥ କେଶ ପାଇଁ ଘିକୁଆଁରୀ ଓ ମହୁର ବ୍ୟବହାର କରିପାରିବା। ଏହା ଆପଣଙ୍କ କେଶକୁ ସୁସ୍ଥ ରଖିବା ସହ ପୋଷଣ ଯୋଗାଇଥାଏ। ଘିକୁଆଁରୀ ଓ ମହୁରେ ଥିବା ପୋଷକ ତତ୍ତ୍ବ ରକ୍ତସ୍ତରକୁ ଠିକ ରଖିଥାଏ। ଏହାଦ୍ବାରା କେଶ ଠିକ ଭାବେ ବୃଦ୍ଧି ପାଇଥାଏ।
କେଶ ପାଇଁ ଘିକୁଆଁରୀ ଓ ମହୁର ବ୍ୟବହାର!-->!-->!-->…
