Odia News Portal

ସମ ଅଲ୍ଲ୍ଟିମେଟ ମେଡିକେୟାରରେ ପ୍ରଥମଥର ପାଇଁ ସିଆଲୋଏନ୍ଡୋସ୍କୋପିକ ପ୍ରକ୍ରିୟା ଆରମ୍ଭ

ଓଡିଶାରେ ପ୍ରଥମ ଥର ପାଇଁ ସମ ଅଲ୍ଟିମେଟ ମେଡିକେୟାରରେ ଅତ୍ୟାଧୁନିକ ସିଆଲୋଏଣ୍ଡୋସ୍କୋପିକ ପ୍ରକ୍ରିୟା ରେ ଚିକିତ୍ସା ଆରମ୍ଭ କରାଯାଇଛି । ଏହା ଏକ ଅଭିନଵ ଓ ଅତ୍ୟାଧୁନିକ ପଦ୍ଧତି ଯାହା ସାହାଯ୍ୟରେ ମଣିଷର ଲାଳ ଗ୍ରନ୍ଥିରେ ଉପୁଜୁଥିବା ବିଭିନ୍ନ ପ୍ରକାର ସ୍ୱାସ୍ଥ୍ୟଗତ ସମସ୍ୟା ର ସୁକ୍ଷ୍ମ

୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆସନ୍ତା ୩୦ ତାରିଖ ସୁଦ୍ଧା ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟିହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଆସନ୍ତା ୨୪

ଦେଖନ୍ତୁ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଦିଶା ପାଟାନିଙ୍କ ବିକିନି ପିନ୍ଧା ଭିଡିଓ

ମୁମ୍ବାଇ: ଦିଶା ପାଟାନି ହେଉଛନ୍ତି ବଲିଉଡ ଏମିତି ଅଭିନେତ୍ରୀ ଯାହାଙ୍କୁ ପ୍ରଶଂସକମାନେ ଅଭିନୟ ସହିତ ତାଙ୍କ ଫିଟନେସ ଏବଂ ଷ୍ଟାଇଲ ପାଇଁ ପସନ୍ଦ କରନ୍ତି । ସୋସିଆଲ ମିଡିଆରେ ଦିଶା ସବୁବେଳେ ତାଙ୍କ ଫଟୋ ଏବଂ ଭିଡିଓ ସେୟାର କରିଥାନ୍ତି । ନିକଟରେ ସେ ତାଙ୍କର ଏକ ବିକିନି ପିନ୍ଧା ଫଟୋ ପୋଷ୍ଟ

ସେଲଫି ପଏଣ୍ଟରେ ମୁଖ୍ୟମନ୍ତ୍ରୀ

କଟକ: ଆଇ ଲଭ କଟକ । ଏହି ସେଲଫି ପଏଣ୍ଟରେ ଫଟୋ ଉଠାଇଥାନ୍ତି ଅନେକ ଲୋକ । ତେବେ କଟକରେ ଥିବା ଏହି ସେଲଫି ପଏଣ୍ଟରେ ମୁଖ୍ୟମନ୍ତ୍ରୀ ଫଟୋ ଉଠାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ଫଟୋଟି ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି । ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ସମସ୍ତେ

କଣ୍ଟାବାଞ୍ଝି ବିଧାୟକଙ୍କ ନିର୍ବାଚନ ମଣ୍ଡଳୀସ୍ତରୀୟ ବୈଠକ ଅନୁଷ୍ଠିତ

ବଲାଙ୍ଗୀର: କଣ୍ଟାବାଞ୍ଝି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ଦ୍ୱାରା ନିର୍ବାଚନ ମଣ୍ଡଳୀ ସ୍ତରୀୟ ବିଭିନ୍ନ ଉନ୍ନୟନ ମୂଳକ କାର୍ୟ୍ୟର ସମୀକ୍ଷା ବୈଠକ ଗୁରୁବାର ଦିନ ସ୍ଥାନୀୟ ଏନ୍ଏସି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ନିର୍ବାବନ ମଣ୍ଡଳୀର କଣ୍ଟାବାଞ୍ଝି ଏନ୍ଏସି, ତୁରେକେଲା, ବଙ୍ଗୋମୁଣ୍ଡା ଓ

ଜନ୍ମଦିନରେ ରକ୍ତଦାନ ଶିବିର

ଭୁବନେଶ୍ୱର: ରାଜଧାନୀ ଡାକ୍ତର ଖାନାରେ ଥିବା ଓଡ଼ଶା ରକ୍ତ ଭଣ୍ଡାର ପରିସରରେ ଭବାନୀ ପଟ୍ଟନାୟକ ଫାଉଣ୍ଡେସନ ଟ୍ରଷ୍ଟ ଏବଂ ଜାତୀୟ ଯୁବ ପ୍ରକଳ୍ପର ମିଳିତ ଆନୁକୁଲ୍ୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ମାହାମରୀ କରୋନା ପାଇଁ ରାଜ୍ୟରେ ରକ୍ତର ଅଭାବ ରହିଥିବା ବେଳେ ଏହାକୁ କିଛି

ଫ୍ରୀ ଫାୟାରରୁ ପ୍ରେମ, ପୁଅକୁ ୧୯ ଝିଅକୁ ୨୧

ମୁମ୍ବାଇ: ଏବେ ଯୁବପିଢ଼ୀଙ୍କୁ ଘରିଛି ଫ୍ରୀ ଫାୟାର ନିଶା । ତେବେ ଏହି ଖେଳରୁ ଆରମ୍ଭ ହୋଇଥିଲା ପ୍ରେମ । ଆଉ ଶେଷରେ ସାଥୀ ହୋଇ ରହିବାକୁ ଘର ଛାଡ଼ି ଶହ ଶହ କିଲୋମିଟର ଦୂରକୁ ପ୍ରେମିକ ପାଖକୁ ଧାଇଁ ଆସିଲେ ପ୍ରେମିକା । ମହାରାଷ୍ଟ୍ରରେ ଦେଖିବାକୁ ମିଳିଛି ଏଭଳି ଚିତ୍ର । ପୁଅର ଘର ମହାରାଷ୍ଟ୍ରର

ଜଳେଶ୍ୱରରୁ ୧୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ବାଲେଶ୍ୱର: ଦିନକୁ ଦିନ ବାଲେଶ୍ୱର ଜିଲ୍ଲାରେ ବଢ଼ିବାକୁ ଲାଗିଛି ନିଶା କାରବାର । ବିବାଦର ଆଗରେ ଖବର କାଗଜର ଫ୍ରଣ୍ଟ ପେଜରେ ସବୁବେଳେ ରହୁଛି ବାଲେଶ୍ୱର ଜିଲ୍ଲାର ନିଶା କାରବାର ଖବର । ତେବେ ଆଜି ପୁଣି ଜଳେଶ୍ୱର ଅଞ୍ଚଳରୁ ୧୫୦ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଜବତ ହୋଇଥିବା

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନା ଅପଡେଟ୍

ନୂଆଦିଲ୍ଲୀ: ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ଉପର ତଳ ହେଉଛି । ସହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୪୪,୬୫୮ ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ଗତ ୨୪ ଘଣ୍ଟାରେ ୪୯୬ ଜଣଙ୍କର ମୃତ୍ୟୁ ହୋଇଛି ।

ରାଜ୍ୟରେ କରୋନାରେ ୨ ଶିଶୁକନ୍ୟାଙ୍କ ମୃତ୍ୟୁ

ଭୁବନେଶ୍ୱର: ତୃତୀୟ ଲହର ଆସି ନଥିବା ବେଳେ ଶିଶୁଙ୍କ ଲାଗି ଆରମ୍ଭ ହୋଇଗଲାଣି ଭୟାବହତା । ଆଜି ରାଜ୍ୟରେ ୨ଜଣ ଶିଶୁଙ୍କ ଜୀବନ ଜୀବନ ନେଇଛି ମହାମାରୀ । ମୃତ ଶିଶୁଙ୍କ ମଧ୍ୟରେ ମଞୂରଭଞ୍ଜ ଜିଲ୍ଲାର ଜଣେ ୫ ମାସର କନ୍ୟା ସନ୍ତାନର ମୃତ୍ୟୁ ହୋଇଥିବା ବେଳେ ଝିଅଟିର ହୃଦରୋଗ ଆକ୍ରାନ୍ତ ଥିବା ସୂଚନା