ଦୁର୍ଘଟଣାରେ ଚାଲିଗଲା ଦୁଇ ବନ୍ଧୁଙ୍କ ଜୀବନ
ବୌଦ୍ଧ: ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥର ରଙ୍ଗମଟିଆଠରେ ଗୁରୁବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା ଘାଡ଼ି ଧକ୍କାରେ ଦୁଇ ବନ୍ଧୁଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ମୁସୁଡ଼ା ଗ୍ରାମର ଝାଣ୍ଟୁ ଚରଣ ବେହେରା ଓ ବ୍ରାହ୍ମଣୀ ଗ୍ରାମର ଝାଣ୍ଟୁ!-->…
