କରୋନା ପାଇଁ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆସନ୍ତାକାଲି ସମସ୍ତଙ୍କ ପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । କିନ୍ତୁ ଚଳିତବର୍ଷ ଜନ୍ମଦିନ ପାଳିବାକୁ ମନା କରିଛନ୍ତି ମୁଖ୍ୟମନ୍ତ୍ରୀ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ତାଙ୍କ ଜନ୍ମ ଦିନ ପାଳନ କରିବେ ନାହିଁ । ମୁଖ୍ୟମନ୍ତ୍ରୀ!-->…
