ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ
ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬,୧୧୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦିନକ ମଧ୍ୟରେ ୨୫୨ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। ସେହି ସମୟ ମଧ୍ୟରେ ୩୪,୪୬୯ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଦେଶରେ ଦୈନିକ ସଂକ୍ରମଣ ହାର ୧.୮୫% ଏବଂ ସାପ୍ତାହିକ ସଂକ୍ରମଣ ହାର!-->…
