ଜ୍ୟୋତିପ୍ରକାଶଙ୍କ ମୃତ୍ୟୁ ପାଇଁ ଦାୟୀ କିଏ?
ଭୁବନେଶ୍ୱର: ରାଜଧାନୀର ମୁକୁଳା ଡ୍ରେନରେ ଭାସିଯାଇ ଦଶମ ଶ୍ରେଣୀ ଛାତ୍ର ଜ୍ୟୋତିପ୍ରକାଶ (ରାଜା)ଙ୍କ ମୃତ୍ୟୁ ହୋଇଛି । ତେବେ ତାଙ୍କ ମୃତ୍ୟୁକୁ ନେଇ ଏବେ ସବୁଠି ଉଠିଛି ପ୍ରଶ୍ନବାଚୀ । ରାଜାଙ୍କ ମୃତ୍ୟୁ ପାଇଁ ଦାୟୀ କିଏ? ମୁକୁଳା ଡ୍ରେନ ପାଇଁ ସରକାରଙ୍କୁ ଘେରିଛନ୍ତି ବିରୋଧୀ । ବିଜେପି ଓ!-->…
