Odia News Portal

ଆସନ୍ତା ୩ରୁ ଖୋଲିବ ମା ସମଲେଶ୍ୱରୀଙ୍କ ମନ୍ଦିର

ଆସନ୍ତା ୩ ତାରିଖରୁ ମା’ ସମଲେଶ୍ବରୀଙ୍କ ମନ୍ଦିର ଖୋଲିବ । ଶ୍ରଦ୍ଧାଳୁ କରିପାରିବେ ଦର୍ଶନ । ମନ୍ଦିର ଖୋଲିବା ନେଇ ଟ୍ରଷ୍ଟ୍ ବୋର୍ଡ ସଭାପତି ସଞ୍ଜୟ ବାବୁ ସୂଚନା ଦେଇଛନ୍ତି । ତେବେ ଜିଲ୍ଲା ପ୍ରଶାସନ ସହ ଆଲୋଚନା ପରେ ମନ୍ଦିର ଖୋଲିବା ନେଇ ନିଷ୍ପତ୍ତି ନିଆଯାଇଛି ବୋଲି ସେ କହିଛନ୍ତି ।

ସିନ୍ଧୁଙ୍କ ରଙ୍ଗରେ ରଙ୍ଗୀନ ହେଲା ଟୁିଟର

 ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ବ୍ୟାଡମିଣ୍ଟନ ଷ୍ଟାର୍ ପିଭି ସିନ୍ଧୁ ଦେଶର ସୁନାମ ଅର୍ଜନ କରିଛନ୍ତି। ଏହି ବିଜୟ ସହିତ ଭାରତରକୁ ୩ ଟି ପଦକ ମିଳିଛି । ପିଭି ସିନ୍ଧୁଙ୍କ ବିଜୟକୁ ନେଇ ସାରା ଦେଶରେ ଖୁସିର ବାତାବରଣ ରହିଛି ଏବଂ ସମସ୍ତେ ତାଙ୍କୁ ଅଭିନନ୍ଦନ ଜଣାଉଛନ୍ତି । ଏଥି

ସୁବର୍ଣ୍ଣ ରେଖାରେ ବନ୍ୟା ଆଶଙ୍କା

 ବିପଦ ସଙ୍କେତ ଟପିଲା ସୂବର୍ଣ୍ଣରେଖା । ବସ୍ତା ରାଜଘାଟଠାରେ ବିପଦ ସଙ୍କେତ ଟପିଛି ସୂବର୍ଣ୍ଣରେଖା । ରାଜଘାଟରେ ସତର୍କ ସଙ୍କେତ ୯.୪୫ ମିଟର ଥିବା ବେଳେ ବିପଦ ସଙ୍କେତ ରହିଛି ୧୦.୩୬ ମିଟର । ଏବେ ରାଜଘାଟଠାରେ ୧୦.୪୨ ମିଟର ଜଳ ପ୍ରବାହିତ ହେଉଛି । ଝାଡଖଣ୍ଡରେ ପ୍ରବଳ ବର୍ଷା ସାଙ୍ଗକୁ

ଚଳିତ ମାସରେ ଆସିପାରେ ତୃତୀୟ ଲହର

ଚଳିତ ମାସ ଆସିପାରେ କରୋନାର ତୃତୀୟ ଲହର । ଦେଶରେ କରୋନାର ତୃତୀୟ ଲହର ଅବସମ୍ଭାବୀ ବୋଲି ବିଶେଷଜ୍ଞମାନେ ମତ ରଖୁଥିବା ବେଳେ, ଏହା କେବେ ଆସିବ ତାକୁ ନେଇ ଭିନ୍ନ ଭିନ୍ନ ମତ ପ୍ରକାଶ ପାଇଆସୁଛି । ହେଲେ ଦେଶରେ ଦ୍ୱିତୀୟ ଲହରର ପ୍ରଭାବକୁ ନେଇ ସଠିକ୍ ଆକଳନ କରିଥିବା ଆଇଆଇଟି ଗାଣିତିକ ମଡେଲ,

ଆସନ୍ତା କାଲି ଠାରୁ ଖୋଲିବ ନନ୍ଦନ କାନନ ପ୍ରାଣୀ ଉଦ୍ୟାନ

ଆସନ୍ତକାଲିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ପ୍ରାୟ ତିନି ମାସ ଧରି ବନ୍ଦ ଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି କର୍ତ୍ତୃପକ୍ଷ । ତେବେ କରୋନା କାଳରେ ପର୍ଯ୍ୟଟକଙ୍କ ପାଇଁ କ’ଣ ରହିବ ଗାଇଡଲାଇନ୍ ତାକୁ ଅପେକ୍ଷା କରାଯାଇଛି । ଏନେଇ

ଚତୁର୍ଥ ସ୍ଥାନରେ ଭାରତୀୟ ମହିଳା ହକି ଟିମ

ଇତିହାସ ରଚିବା ଲକ୍ଷ୍ୟରେ ଭାରତୀୟ ମହିଳା ହକି ଦଳ । ଗ୍ରୁପ୍ ପର୍ଯ୍ୟାୟର ଶେଷ ଦୁଇଟି ମ୍ୟାଚ୍ ଜିତି ଭାରତୀୟ ମହିଳା ହକି ଦଳ ଚତୁର୍ଥ ସ୍ଥାନରେ ରହି ପ୍ରଥମ ଥର ଲାଗି ଅଲିମ୍ପିକ୍ସ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି । ଆଜି ଗ୍ରୁପ୍-ବିର ଶୀର୍ଷ ଦଳ ଅଷ୍ଟ୍ରେଲିଆକୁ ଭେଟିବ ଭାରତ । ଭାରତର

ରାଜଧାନୀରେ ଖୋଲିବ ହଲ୍ ଏବଂ ମଲ୍‌

ଅଗଷ୍ଟ ଗାଇଡ୍ ଲାଇନ ଅନୁଯାୟୀ ସୋମବାରଠୁ ରାଜଧାନୀରେ ଖୋଲିଛି ପାର୍କ । ସେହିପରି ମଲ୍ ଏବଂ ସିନେମା ହଲ ଗୁଡିକ ଖୋଲିବା ପୂର୍ବରୁ ସାନିଟାଇଜ୍ କରାଯାଇଛି । ଭିଡ଼ ଏଡ଼ାଇବାକୁ ମଲ ଗୁଡିକରେ ଲଗାଇଯାଇଛ ଫୁଟ୍ କାଉଣ୍ଟ ମେସିନ୍ । ଫଳରେ ମଲକୁ କେତେ ଲୋକ ପଶିଲେ, କେତେ ବାହାରିଲେ ଜଣାପଡ଼ିବ ।

ଆସନ୍ତା ଦୁଇ ଦିନ ରାଜ୍ୟରେ କାଁ ଭାଁ ବର୍ଷା

ଆସନ୍ତା ଦୁଇ ଦିନ ରାଜ୍ୟରେ କାଁ ଭାଁ ବର୍ଷା ହେବାର ସମ୍ଭାବନା ଅଛି । ଦିନବେଳା ପାଗ ଶୁଖିଲା ରହିବ । ସନ୍ଧ୍ୟାରେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି ।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ବିଶ୍ୱାସ ପୂର୍ବାନୁମାନ

ଆଜିଠୁ ଗଡୁନି ମୋ ବସ୍‌, ଧାରଣାରେ ଡ୍ରାଇଭର

ଧାରଣାରେ ମୋ ବସ୍ ଡ୍ରାଇଭର । ରାଜଧାନୀରେ ଆଜି ଗଡୁନି ମୋ ବସ୍ । ଦରମା ବୃଦ୍ଧି ସମେତ ବିଭିନ୍ନ ଦାବି ନେଇ ଧାରଣାରେ ବସିଛନ୍ତି ମୋ ବସ୍ କର୍ମଚାରୀ । ବର୍ତ୍ତମାନ ଦିନକୁ ୮ ଘଣ୍ଟା ଡ୍ୟୁଟି ହିସାବରେ ମାସକୁ ଦରମା ମିଳୁଛି ୧୨ ହଜାର ଟଙ୍କା । ଏତିକି ଟଙ୍କାରେ ପରିବାର ପୋଷିବା କଷ୍ଟ ହେଉଛି

ରାଜ୍ୟରେ କରୋନା ନେଲା ୬୭ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ