Odia News Portal

କେନ୍ଦୁଝର ବିଧାୟକ ମୋହନ ମାଝୀଙ୍କ ଗାଡି ଉପରକୁ ବୋମା ମାଡ଼

କେନ୍ଦୁଝର: କେନ୍ଦୁଝର ସଦର ବିଧାୟକ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀଙ୍କ ଗାଡି ଉପରକୁ ବୋମା ମାଡ଼ ହୋଇଥିବା ନେଇ ଟାଉନ ଥାନାରେ ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ବିଧାୟକ ମୋହନ ମାଝୀ ରବିବାର ମଣ୍ଡୁଆ ଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଫେରିବା ବେଳକୁ ମଣ୍ଡୁଆ ପୋଲ ନିକଟରେ

ଆଜି ରେଖାଙ୍କ ଜନ୍ମଦିନ, ଜାଣନ୍ତୁ ବଲିଉଡରେ ଏଣ୍ଟ୍ରି ପୂର୍ବରୁ କେମିତି ଥିଲା ରେଖାଙ୍କ ଜୀବନ

ନାଁ ତାଙ୍କର ଭାନୁରେଖା ଗନେଶନ । ହେଲେ ସେ ହେଉଛନ୍ତି ସମସ୍ତଙ୍କର ପ୍ରିୟ ରେଖା । ବଲିଉଡର ଏହି ଭେଟେରାନ ଅଭିନେତ୍ରୀ ସବୁ ପ୍ରକାର ଚରିତ୍ରରେ ଅଭିନୟ କରି ଦର୍ଶକଙ୍କ ମହଲରେ ଛାପ ଛାଡ଼ିଛନ୍ତି । ହସ ହସ ମୁହଁ ଆଉ ବୟସ ବଢ଼ିଥିଲେ ସୁଦ୍ଧା ସୌନ୍ଦର୍ଯ୍ୟର ମାଧୁର୍ଯ୍ୟ ସମସ୍ତଙ୍କ ବିମୋହିତ କରିଥାଏ ।

ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ବର : ରବିବାର ଦିନ ପୁଣି ଥରେ ବୃଦ୍ଧି ପାଇଛି ତେଲ ଦର । ଏହାକୁ ମିଶାଇ ଗତ ୬ ଦିନ ହେଲା କ୍ରମାଗତ ଭାବେ ପେଟ୍ରୋଲ ଓ ଡିଜେଲ ଦର ବଢିଚାଲିଛି । ରାଷ୍ଟ୍ରାୟତ୍ତ ତେଲ କମ୍ପାନିମାନେ ପେଟ୍ରୋଲ ଲିଟର ପିଛା ୩୦ ପଇସା ଓ ଡିଜେଲ ଲିଟର ପିଛା ୩୫ ପଇସା ବୃଦ୍ଧି କରିଛନ୍ତି । ଅନ୍ତର୍ଜାତୀୟ

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୮ ହଜାରରୁ ସାମାନ୍ୟ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୨ରୁ ସାମାନ୍ୟ ଅଧିକ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪

ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳଙ୍କ ଘରୁ ଲୁଟ୍

କଟକ: ବିଧାୟକ ସୌଭିକ ବିଶ୍ୱାଳଙ୍କ ଘରେ କଳାକନା ବୁଲାଇଲେ ଲୁଟେରା । ଚୌଦ୍ୱାର-କଟକ ବିଧାୟକଙ୍କ ଘରୁ ଚୋରି ଅଭିଯୋଗ । ଗତକାଲି ରାତିରେ ଲୁଟ୍ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ଖୋଳତାଡ କରୁଛି ଚାଉଳିଆଗଞ୍ଜ ଥାନା ପୋଲିସ । ବିଧାୟକଙ୍କ ଘରୁ ଲୁଟ୍ ଘଟଣା ଜଣା

ସୁପରସଣ୍ଡେରେ ସୁପର ମ୍ୟାଚ

ଦୁବାଇ: ଆଇପିଏଲ ମହାସମରରେ ଆଜି ଦିଲ୍ଲୀକୁ ଭେଟିବ ଚେନ୍ନାଇ । ପ୍ରଥମ କାଲିଫାୟରରେ ପଏଣ୍ଟ ଟେବଲର ପ୍ରଥମ ଦୁଇଟି ସ୍ଥାନରେ ଥିବା ଦିଲ୍ଲୀ ଓ ଚେନ୍ନାଇ ମଧ୍ୟରେ ଖେଳାଯିବ । ଏହି ମ୍ୟାଚ୍ରେ ଯେଉଁ ଦଳ ବିଜୟୀ ହବ ସେହି ଧଳ ସିଧାସଳଖ ଫାଇନାଲ ଖେଳିବ। ପରାଜିତ ଦଳ ଦ୍ୱିତୀୟ କ୍ୱାଲିଫାୟରରେ ମୁକାବିଲା

ଆସନ୍ତାକାଲି ଆର୍ୟନଙ୍କ ଶୁଣାଣି

ମୁମ୍ବାଇ: ବଲିଉଡ୍ କିଙ୍ଗ ଖାନ୍ ଶାହାରୁଖଙ୍କ ପୁଅ ଆର୍ୟନଙ୍କର କଣ ହେବ ? ତାଙ୍କୁ ବେଲ୍ ମିଳିବ ନା ଜେଲରେ ରହିବେ ? ଦଶହରାରେ କଣ ଜୁନିଅର କିଙ୍ଗ ଖାନ୍ ଜେଲ ଚାରିକାନ୍ଥ ଭିତରେ ରହିବେ ? ଆସନ୍ତାକାଲି ଆର୍ୟନଙ୍କ ଜାମିନ ଆବେଦନର ଶୁଣାଣି ଅଛି । ମୁମ୍ୱାଇ ସ୍ୱତନ୍ତ୍ର ଘଊଚଝ କୋର୍ଟ ବେଲ୍

ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର: ଆଜି ହେଉଛି ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ତ୍ତା ଦେଇଛନ୍ତି । ସମୟ ବଦଳିବା ସହ ମାନସିକ ସ୍ୱାସ୍ଥ୍ୟ ନେଇ ସାମାଜିକ ସଚେତନତାର ଆବଶ୍ୟକତା ଅଧିକ ଆବଶ୍ୟକ ରହିଛି । ମାନସିକ ସ୍ୱାସ୍ଥ୍ୟ ସଂପର୍କରେ ଶିକ୍ଷା, ସଚେତନତାର ପ୍ରସାର

ସୀମା ବିବାଦ ନେଇ ଆଜି ଭାରତ-ଚୀନ୍ ଆଲୋଚନା

ନୂଆଦିଲ୍ଲୀ: ଆଜି ଭାରତ ଏବଂ ଚୀନ୍ ମଧ୍ୟରେ ଆଉ ଏକ ରାଉଣ୍ଡ ସ୍ତରୀୟ ଆଲୋଚନା ହେବ। ଏଥିରେ ପୂର୍ବ ଲଦାଖର ଅବଶିଷ୍ଟ ସ୍ଥାନରୁ ସୈନ୍ୟ ପ୍ରତ୍ୟାହାର ପ୍ରକ୍ରିୟାରେ ଅଗ୍ରଗତି ଉପରେ ଫୋକସ୍ କରାଯିବ । ପୂର୍ବ ଲଦାଖର ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍ଏସି) ର ଚୀନ୍ ପାର୍ଶ୍ୱରେ ଥିବା ମୋଲଡୋ ସୀମାରେ

ରାଜ୍ୟରେ ୬୫୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୫୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୨ ଜଣ ଆକ୍ରାନ୍ତଙ୍କ ବୟସ ୧୮ ବର୍ଷରୁ କମ । କ୍ବାରାଣ୍ଟାଇନରୁ ୩୮୦ ଜଣ ଚିହ୍ନଟ ହୋଇଥିବାବେଳେ ୨୭୨ ଜଣ ସ୍ଥାନୀୟ ସଂକ୍ରମିତ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୧ ଜଣ ନୂଆ