ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ
କନ୍ଧମାଳ: ପୋଖରୀରୁ ଜଣେ ବ୍ୟକ୍ତିଙ୍କ ମୃତ ଦେହ ପୋଲିସ ଉଦ୍ଧାର କରିଛି କ୍ଷ ମୃତ ବ୍ୟକ୍ତି ଜଣକ ହେଉଛନ୍ତି ଡାଳଗୁମା ଗ୍ରାମ ର କମ୍ବୁ ମାଝୀ କ୍ଷ ଖବର ପାଇଁ ପୋଲିସ ଘଟଣାସ୍ଥଳରେ ପହଂଚି ପୋଖରୀରୁ ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ କୋକସରା ଡାକ୍ତରଖାନାକୁ ପଠାଇଛି ।
କୋକସରା ଥାନା!-->!-->!-->…
