ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ: ମୁଖ୍ୟମନ୍ତ୍ରୀ
ମାଲକାନଗିରି: ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ମୁଁ ଚାହେଁ ସମସ୍ତେ ସୁସ୍ଥ ରୁହନ୍ତୁ । ଚିକିତ୍ସା ପାଇଁ ଟଙ୍କା କେବେ ବି ବାଧକ ନ ହେଉ। ଆଜି ମାଲକାନଗିରି ରେ smart health card ବଣ୍ଟନ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ।
ବଣ୍ଡା ଜନଜାତି ମହିଳା ଶୁକ୍ରୀ!-->!-->!-->!-->!-->…
