ଏହିସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଦୁଇଦିନ ଉତ୍ତର ଓ ଉପକୂଳ ଓଡ଼ିଶାର କେତେକ ଜାଗାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି। ବୁଧବାର ଉତ୍ତର ଓଡ଼ିଶାର ଅନେକ ଜାଗା ଏବଂ ଦକ୍ଷିଣର ଅଳ୍ପ କେତେକ ସ୍ଥାନରେ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼,!-->…
