ଆଜି ରାଜ୍ୟରେ ୫ଶହ ତଳକୁ ଖସିଲା କରୋନା ମାମଲା
ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୭୧ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୭୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୯୭ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ!-->…
