Odia News Portal

ଆଜି ହାଇଦ୍ରାବାଦକୁ ଭେଟିବ ବାଙ୍ଗାଲୋର

ଦୁବାଇ: ଆଇପିଏଲ ମହାସମରରେ ଆଜି ହାଇଦ୍ରାବାଦ ଏବଂ ବାଙ୍ଗାଲୋର ମଧ୍ୟରେ ମୁକାବିଲା ହେବାକୁ ଯାଉଛି । ପ୍ଲେ ଅଫ୍ ଦୌଡ଼ରୁ ବାଦ ପଡ଼ିସାରିଥିବା ସନ୍ରାଇଜର୍ସ ଅନ୍ତିମ ଦୁଇ ମୁକାବିଲାକୁ ଜିତି ସମ୍ମାନର ସହ ଅଭିଯାନ ଶେଷ କରିବା ଲକ୍ଷ୍ୟରେ ରହିବ। ଅନ୍ୟପକ୍ଷରେ ଆସନ୍ତାକାଲି ମ୍ୟାଚ୍ରେ ବିଜୟୀ

ଶିଶୁର ଛାତିରୁ ୫୦୦ ଗ୍ରାମର ଟ୍ୟୁମର୍ ବାହାର କଲେ ସମ୍ ସର୍ଜନ

ଭୁବନେଶ୍ୱର: ୬ମାସର ଶିଶୁର ଛାତିରୁ ୫୦୦ ଗ୍ରାମ ଓଜନର ଏକ ବଡ ଟ୍ୟୁମର ବାହାର କରିବାରେ ସଫଳ ହୋଇଛନ୍ତି ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ସର୍ଜନମାନେ । ସାଢ଼େ ୮ କେଜି ଓଜନର ଏହି ଶିଶୁ ପୁତ୍ରଟିର ଗତ ୭- ୮ ମାସ ହେବ ଓଜନ କମିବା ସହିତ ସେ ଖୁବ୍ ରୋଗିଣା

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୮,୮୩୩ ଥିବା ବେଳେ ମୃତ୍ୟୁସଂଖ୍ୟା ୨୭୮ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୮୩୩

ପୁଣି ବଢ଼ିଲା ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ: ରୋଷେଇ ଘରେ ମହାଙ୍ଗା ମାଡ଼ । ପୁଣି ବଢ଼ିଲା ଏଲପିଜି ସିଲିଣ୍ଡର ଦର । ତୈଳ ବିପଣନକାରୀ କମ୍ପାନୀଗୁଡିକ ବୁଧବାର ଦିନ ଦେଶରେ ଘରୋଇ ଏଲପିଜି ସିଲିଣ୍ଡର ପିଛା ମୂଲ୍ୟ ୧୫ ଟଙ୍କା ବୃଦ୍ଧି କରିଛନ୍ତି । ଦୁଇମାସରୁ କମ ସମୟ ମଧ୍ୟରେ ଏହା ଏଲପିଜିର ଚତୁର୍ଥ ମୂଲ୍ୟ ବୃଦ୍ଧି ହୋଇଛି । ଏହି

ସମବାୟ ସମିତି ସମ୍ପାଦକଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ, ଚାଷୀଙ୍କ ପାସବୁକ ରଖି ଲକ୍ଷାଧିକ ଟଙ୍କା ହଡ଼ପ

ବଲାଙ୍ଗୀର: ଗୋଟିଏ ପଟେ ମରୁଡି ଆଶଙ୍କା, ଅନ୍ୟପଟେ ଋଣ ଚିନ୍ତା । ତେବେ ବଲାଙ୍ଗୀରରେ ପ୍ୟାକ୍ସ ସମ୍ପାଦକ ଓ କର୍ମଚାରୀଙ୍କ କଳା କରନାମା ଚାଷୀଙ୍କୁ ତଳି ତଳାନ୍ତ କରିଦେଇଥିବା ଅନେକ ନଜିର ରହିଛି । ଚାଷୀଙ୍କ ଅଜାଣତରେ ସେମାନଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କାର ଋଣ ହୋଇଛି । ବଲାଙ୍ଗୀର ଜିଲ୍ଲା

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଚିକିତ୍ସିତ ହେଲେ କର୍କଟ ରୋଗୀ, ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ ଧନ୍ୟବାଦ

ବଲାଙ୍ଗୀର: ମୁଖ୍ୟମନ୍ତ୍ରୀଙ୍କୁ ପ୍ରଂଶସା । ଆମ ପ୍ରିୟ ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାସ୍ଥ୍ୟକ୍ଷେତ୍ରରେ ନେଇଥିବା ଯୁଗାନ୍ତକାରୀ ପଦକ୍ଷେପ ଲାଗି ଅନେକ ରୋଗୀଙ୍କୁ ମିଳୁଛି ନୂଆ ଜୀବନ ଆଉ ବଞ୍ଚିବାର ରାହା । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ମାଧ୍ୟମରେ ଅନେକ ରୋଗୀଙ୍କୁ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ

ଇଡି ସ୍କାନରରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଝିଅ

ଭୁବନେଶ୍ୱର: ଗତକାଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହୋଇଥିଲେ ଆଇଏଫଏସ ଅଭୟକାନ୍ତ ପାଠକ । ଆଉ ଆଜି ତାଙ୍କ ଭାବି ବୋହୂ ଅଥବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଝିଅକୁ ନୋଟିସ କରିଛି ଇଡି । ଗତକାଲି ଆଇଏଏଫଏସ ଅଭୟକାନ୍ତ ପାଠକଙ୍କୁ ୮ କୋଟି ଟଙ୍କାର କାରବାର ନେଇ ଇଡି ଜେରା

ପବିତ୍ର ମହାଳୟାରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ମହାଳୟା । ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡ ବଢ଼ାଯାଏ । ଗାଁରୁ ସହର ସବୁଠି କରାଯାଉଛି ଶ୍ରାଦ୍ଧ । ଏହି ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମା’ ଦୁର୍ଗାଙ୍କ ଅପାର କରୁଣାରୁ ସମସ୍ତଙ୍କ

ଆଜି ପବିତ୍ର ମହାଳୟା, ଜାଣନ୍ତୁ ଆଜି ଦିନର ବିଶେଷତ୍ୱ

ଭୁବନେଶ୍ୱର: ଆଜି ମହାଳୟା । ପବିତ୍ର ମହାଳୟା ଶ୍ରାଦ୍ଧ ପାଇଁ ଆଜି ଶହଶହ ଶ୍ରଦ୍ଧାଳୁ ପିତୃ ପୁରୁଷ ଓ ମାମୁଁ ଘର ତିନି ପୁରୁଷଙ୍କୁ ପିଣ୍ଡଦାନ କରିଥିଲେ। ପିଣ୍ଡଦାନ କଲେ ପରଲୋକଗତ ଆତ୍ମାର ସଦ୍ଗତି ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟର ବିଭିନ୍ନ