Odia News Portal

ପ୍ରିୟଙ୍କା ଗାନ୍ଧୀଙ୍କୁ ଅଟକ ରଖିଲା ୟୁପି ପୋଲିସ

ଲକ୍ଷ୍ନୌ: ନିରୀହ ଚାଷୀଙ୍କ ଉପରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ କାର ଚଢାଇବା ଘଟଣା ଦିନକୁ ଦିନ ତେଜିବାରେ ଲାଗିଛି । ୟୁପି ଲକ୍ଷ୍ମୀପୁର ଖେରିରେ ଗାଡି ମଡାଇ ଚାଷୀଙ୍କୁ ହତ୍ୟା କରିବା ନେଇ ମାମଲା ରୁଜୁ ହୋଇଛି । କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ଓ ଅନ୍ୟ ୧୩ ଜଣଙ୍କ ବିରୋଧରେ

ଆଜି ରାଜ୍ୟରେ ୬ ମୁଣ୍ଡନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ଗତ ୨୪ ଘଣ୍ଟାରେ ୪୦୭ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୨୦କୁ

ଗଜପତିରେ ମୁଖ୍ୟମନ୍ତ୍ରୀ

ଗଜପତି: ଗଜପତି ଜିଲ୍ଲାରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ବାଣ୍ଟିବା ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । କଡା ସୁରକ୍ଷାରେ ମୁଖ୍ୟମନ୍ତ୍ରୀ ଗଜପତିରେ ପହଞ୍ଚିଛନ୍ତି । ସେପଟେ

ଅଖିଳେଶ ଯାଦବଙ୍କ ବାସଭବନ ବାହାରେ ପୋଲିସ ଗାଡ଼ିରେ ନିଆଁ ଲଗାଇ ଦେଲେ ପ୍ରତିବାଦକାରୀ

ଲକ୍ଷ୍ନୌ: ଆଜି ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କ ବାସଭବନ ବାହାରେ ପ୍ରତିବାଦକାରୀମାନେ ଗୋଟାଏ ପୋଲିସ ଗାଡ଼ିରେ ନିଆଁ ଲଗାଇ ଦେଇଛନ୍ତି। ଲକ୍ଷ୍ମୀପୁର ଖେରି ଯାତ୍ରାରେ ପୋଲିସ ବାଧା ଦେବାରୁ ନିଜ ବାସଭବନ ନିକଟରେ ଧାରଣା ଦେଇଥିବା ଅଖିଳେଶ ଯାଦବଙ୍କ ଧାରଣାସ୍ଥଳ ଠାରୁ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଦୋଳି ଖେଳୁଛି କରୋନା ସଂକ୍ରମଣ । କେତେବେଳେ ୫ଶହ ଉପରେ ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି ତ ଆଉ କେତେବେଳେ ୫ଶହ ତଳେ ରହୁଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪୦୭ ଆକ୍ଟିଭ୍ କେସ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୭୪ ନୂଆ ରୋଗୀ ଚିହ୍ନଟ

ଆଜି ମୁଖ୍ୟମନ୍ତ୍ରୀଙ୍କ ଗଜପତି ଗସ୍ତ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲ୍ଲା ଗସ୍ତରେ ଯାଉଛନ୍ତି । ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ପାରଳାଖେମୁଣ୍ଡିରେ ପହଂଚି ବିଭିନ୍ନ ୭୯୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ଏହାଛଡା ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ

ନିଜ ଘରେ ବାବାଙ୍କୁ କେଉଁ ପଦ୍ଧତିରେ ପୂଜା କରିବା ଉଚିତ୍‌

ଭୁବନେଶ୍ୱର: ବାବାଙ୍କୁ ମନ୍ଦିରରେ ଓ ଘରେ ପୂଜା କରିଯିବା ଭିତରେ ବହୁତ ଫରକ ଅଛି । ଘରେ ଯେଉଁ ପୂଜା ବା କ୍ଷୁଦ୍ର ବିଗ୍ରହ ପୂଜା କରାଯାଏ ତା’ର ପ୍ରାଣ ପ୍ରତିଷ୍ଠାକରାଯାଇ ନଥାଏ । ତେଣୁ ପଞ୍ଚୋପଚାର ପଦ୍ଧତିରୁ ଯେକୌଣସି ଗୋଟିଏ ପଦ୍ଧତିରେ ବାବାଙ୍କର ପୂଜାର୍ଚ୍ଚନା କରାଯାଇପାରେ । ମନ୍ଦିରରେ

ବିଜେଡି ବିଜୟ ପରେ ପିପିଲି ବାସୀଙ୍କୁ ଧନ୍ଯବାଦ ଜଣାଇଲେ ମାନସ ମଙ୍ଗରାଜ

ଭୁବନେଶ୍ୱର: ପୁଣି ଏକ ଉପ-ନିର୍ବାଚନ ଜିତିଛି ବିଜୁ ଜନତା ଦଳ(ବିଜେଡି) । ଅକ୍ଷୁର୍ଣ୍ଣ ରହିଛି ବିଜେଡି ଓ ନବୀନଙ୍କ ଲୋକପ୍ରିୟତା । ଆଉ ଚିତପଟାଙ୍ଗ୍ ମାରିଛନ୍ତି ବିରୋଧୀ । ପ୍ରାୟ ୨୦ ହଜାରରୁ ଊର୍ଦ୍ଧ୍ୱ ଭୋଟରେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କୁ ପରାସ୍ତ କରିଛନ୍ତି ବିଜେଡି

ପିପିଲିବାସୀଙ୍କୁ ଧନ୍ୟବାଦ ଜଣାଇଲେ ନବୀନ

ଭୁବନେଶ୍ୱର: ପିପିଲି ଉପନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀ । ପିପିଲିବାସୀଙ୍କ ଭଲ ପାଇବା ଭୋଟରେ କନଭର୍ଟ ହୋଇଛି । ତେବେ ରୁଦ୍ରଙ୍କ ବିଜୟ ପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପିପିଲିବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ନିଜ ସୋସିଆଲ ମିଡିଆ

ରାଜ୍ୟସ୍ତରୀୟ ଜନସମ୍ପର୍କ ସମ୍ମିଳନୀ ଆୟୋଜନ କରିବ ପିଆରଏସଆଇ ଭୁବନେଶ୍ୱର ଚାପ୍ଟର

ଭୁବନେଶ୍ୱର: ପବ୍ଲିକ୍ ରିଲେସନ୍ସ ସୋସାଇଟି ଅଫ୍ ଇଣ୍ଡିଆ (ପିଆରଏସଆଇ) ଭୁବନେଶ୍ୱର ଚାପ୍ଟରର ବାର୍ଷିକ ବୈଠକ ଗତ ଶୁକ୍ରବାର ଦିନ ପ୍ରେସ କ୍ଲବ ଅଫ୍ ଓଡିଶା ପରିସରରେ ଅନୁଷ୍ଠିତ ହୋଇଯାଇଛି। ଚାପ୍ଟରର ଅଧ୍ୟକ୍ଷ ଅମର ଜ୍ୟୋତି ମହାପାତ୍ର ଉପସ୍ଥିତ ଥିବା ସମସ୍ତ ସଦସ୍ୟଙ୍କୁ ସ୍ୱାଗତ ଜଣାଇବା ସହିତ